Sunday, November 22, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନକଲି ଫେସ୍‌ବୁକ ଆକାଉଣ୍ଟ ଖୋଲି ଜଣେ ମହିଳାଙ୍କୁ ହଇରାଣ କରୁଥିବା ଅଭିଯୋଗରେ ଯୁବକ ଗିରଫ

by ସଞ୍ଜୟ ସ୍ୱାଇଁ
October 28, 2022
in Crime, State
ନକଲି ଫେସ୍‌ବୁକ ଆକାଉଣ୍ଟ ଖୋଲି ଜଣେ ମହିଳାଙ୍କୁ ହଇରାଣ କରୁଥିବା ଅଭିଯୋଗରେ ଯୁବକ ଗିରଫ
71
VIEWS
Share on FacebookShare on Twitter

ବଲାଙ୍ଗିର, (ବାଘୁଆବାର୍ତ୍ତା): ନକଲି ଫେସ୍‌ବୁକ ଆକାଉଣ୍ଟ ଖୋଲି ଜଣେ ମହିଳାଙ୍କୁ ଜଣେ ଯୁବକ ହଇରାଣ କରୁଥିବା ବେଳେ ଆଜି ସଂପୃକ୍ତ ଯୁବକ ଜଣକୁ ବଲାଙ୍ଗିର ସାଇବର ପୋଲିସ ଗିରଫ କରିଥିବା ନେଇ ଏସ୍‌ପି ନିତିନ କୂଶଲକର ସୂଚନା ଦେଇଛନ୍ତି । ସୂଚନା ଅନୁସାରେ ସଂପୃକ୍ତ ଯୁବକ ଜଣକ ନକଲି ଫେସ୍‌ବୁକ ଆକାଉଣ୍ଟ ଖୋଲି ଅଭିଯୋଗକାରୀ ମହିଳାଙ୍କୁ କ୍ରମାଗତ ଭାବରେ ହଇରାଣ କରିବା ସହ ମେସେଞ୍ଜର ମାଧ୍ୟମରେ ଅଶ୍ଳୀଳ ମନ୍ତବ୍ୟ ଏବଂ ଫଟୋ ପଠାଉଥିଲା । ଫଳରେ ମହିଳା ଜଣକ ପୋଲିସର ଦ୍ୱାରସ୍ଥ ହେବା ପରେ ସାଇବର ପୋଲିସ ତଦନ୍ତ କରି ସଂପୃକ୍ତ ଯୁବକ ଜଣକୁ ଗିରଫ କରିବା ସହ ବ୍ୟବହୃତ ମୋବାଇଲ ଫୋନ୍ ଜବତ କରି କୋର୍ଟ ଚାଲାଣ କରାଯାଇଥିବା ନେଇ ଜଣାପଡିଛି । ଗିରଫ ଯୁବକ ଜଣକର ନାମ ସରୋଜ କୁମାର ସାହୁ ବୋଲି ଏସ୍‌ପି ସୂଚନା ଦେଇଛନ୍ତି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!