Sunday, November 22, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବ୍ୟବସାୟୀଙ୍କ ଘରୁ ଡକାୟତି ଘଟଣାର ପର୍ଦ୍ଦାଫାସ

by ସଞ୍ଜୟ ସ୍ୱାଇଁ
October 29, 2022
in Crime, State
ବ୍ୟବସାୟୀଙ୍କ ଘରୁ ଡକାୟତି ଘଟଣାର ପର୍ଦ୍ଦାଫାସ
77
VIEWS
Share on FacebookShare on Twitter

କଟକ, (ବାଘୁଆବାର୍ତ୍ତା): ମହାନଦୀ ବିହାରରେ ରହୁଥିବା ଜମି ବ୍ୟବସାୟୀଙ୍କ ଘରୁ ଗତ ୨୧ ତାରିଖ ସକାଳେ ହୋଇଥିବା ସଶସ୍ତ୍ର ଡକାୟତି ଘଟଣାର ଚାଉଳିଆଗଞ୍ଜ ଥାନା ପୁଲିସ ପର୍ଦ୍ଦାଫାସ କରିଛି । ଘଟଣାରେ ସଂପୃକ୍ତି ଥିବା ୫ ଡକାୟତକୁ ପୋଲିସ ଗିରଫ କରିଛି । ଗିରଫ ଅଭିଯକ୍ତଙ୍କ ଭିତରେ ୩ ଜଣ ଝାଡ଼ଖଣ୍ଡ ଜିଲ୍ଲାର ଥିବା ଜଣାପଡିଛି । ସେମାନଙ୍କ ଠାରୁ ୧ ଲକ୍ଷ ୭୮ ହଜାର ଟଙ୍କା, ଗୋଟିଏ କାର, ଗୋଟିଏ ବାଇକ୍, ୭ଟି ମୋବାଇଲ୍ ପୋଲିସ ଜବତ କରିଛି। ଘଟଣାର ମୁଖ୍ୟ ଅଭିଯୁକ୍ତ ଫେରାର ହୋଇ ଯାଇଛି। ମୁଖ୍ୟଅଭିଯୁକ୍ତଙ୍କୁ ଗିରଫ କରିବା ପାଇଁ ପୁଲିସ ତନାଘନା କରୁଥିବା ଡିସିପି ପିନାକ ମିଶ୍ର ଙ୍କ ସାମ୍ବାଦିକ ସମ୍ମିଳନୀ ରେ ସୂଚନା ଦେଇଛନ୍ତି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!