Sunday, November 22, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଜଙ୍ଗଲରୁ ମହିଳାଙ୍କ କ୍ଷତାକ୍ତ ମୃତଦେହ ଉଦ୍ଧାର

by ସଞ୍ଜୟ ସ୍ୱାଇଁ
November 2, 2022
in Crime, State
ଜଙ୍ଗଲରୁ ମହିଳାଙ୍କ କ୍ଷତାକ୍ତ ମୃତଦେହ ଉଦ୍ଧାର
39
VIEWS
Share on FacebookShare on Twitter

ଦେବଗଡ଼, (ବାଘୁଆବାର୍ତ୍ତା): ଦେବଗଡ଼ ଜିଲ୍ଲା କୁଣ୍ଢେଇଗୋଳା ଥାନା ଅଧୀନ ତୁଟାବାରୀ ଗାଁ ପାଖରେ ଜଙ୍ଗଲରୁ ଜଣେ ମହିଳାଙ୍କ ରକ୍ତାକ୍ତ ମୃତ ଦେହ ଉଦ୍ଧାର ହୋଇଛି। ମୃତ ମହିଳାଙ୍କ ପରିଚୟ ମିନତୀ ଓରଫ ଦେବକୀ ନାଏକ। ସେ ତୁଟାବାରୀ ଗାଁର ବାଳକୃଷ୍ଣ ନାଏକଙ୍କ ସ୍ତ୍ରୀ। ମିନତୀଙ୍କୁ ଟାଙ୍ଗିଆରେ ହାଣି ହତ୍ୟା ପରେ ପଥରରେ ଛେଚି ଦିଆଯାଇଥିବା ସନ୍ଦେହ କରାଯାଇଛି। ମୃତକଙ୍କ ରକ୍ତ ଜୁଡୁବୁଡୁ ଶବ ଗାଁ ପାଖରେ ଥିବା ଜଙ୍ଗଲରେ ପଡିଥିବା ଦେଖି ସ୍ଥାନୀୟ ବାସିନ୍ଦା ଗାଆଁରେ ଜଣାଇଥିଲେ। ଖବରପାଇ କୁଣ୍ଢେଇଗୋଳା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଦେବଗଡ଼ ଏସଡିପିଓ ଅନୀଲ କୁମାର ବେଉରା ଘଟଣାସ୍ଥଳରେ ପହଞ୍ଚିଛନ୍ତି। ସେପଟେ ମୃତ ମହିଳାଙ୍କ ସ୍ବାମୀ ବାଳକୃଷ୍ଣ ନାୟକ ଫେରାର ଥିବା ଜଣା ପଡ଼ିଛି। ଶବ ଉଦ୍ଧାର କରି ପୋଲିସ ବ୍ୟବଛେଦ ପାଇଁ ଡାକ୍ତରଖାନାକୁ ପଠାଇଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!