Sunday, November 22, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସହକାରୀ ଜିଲ୍ଲାପାଳଙ୍କ ଗାଡିକୁ ଆକ୍ରମଣ

by ସଞ୍ଜୟ ସ୍ୱାଇଁ
November 3, 2022
in Crime, State
ସହକାରୀ ଜିଲ୍ଲାପାଳଙ୍କ ଗାଡିକୁ ଆକ୍ରମଣ
25
VIEWS
Share on FacebookShare on Twitter

ଭୁବନ, (ବାଘୁଆବାର୍ତ୍ତା): କାମାକ୍ଷାନଗର ସହକାରୀ ଜିଲ୍ଲାପାଳଙ୍କ ଗାଡି ଉପରକୁ ବାଲି ମାଫିଆଙ୍କ ଆକ୍ରମଣ। ଗାଡିର ଗୋଟିଏ ଡୋର୍ କାଚ ଭାଙ୍ଗିବା ସହ ୨ଟି ମୋବାଇଲ ନେଇ ଫେରାର ହୋଇଗଲେ ଦୁର୍ବୃତ୍ତ। ଭୁବନ କଣପାଳ ବାଲିଘାଟରୁ ବାଲି ବୋଝେଇ ଟ୍ରାକ୍ଟରକୁ ସହକାରୀ ଉପ ଜିଲ୍ଲାପାଳ ଅଟକ ରଖିଥିବା ବେଳେ ୪ ଜଣ ଦୁର୍ବୃତ୍ତ ଆକ୍ରମଣ କରିଥିବା ସୂଚନା ମିଳିଛି। ଖବର ଅନୁଯାୟୀ, କାମାକ୍ଷାନଗର ସହକାରୀ ଉପ ଜିଲ୍ଲାପାଳ ଗୁରୁବାର ଭୁବନ ଥାନା ଅନ୍ତର୍ଗତ କଣପାଳ ବାଲି ଘାଟ ଉପରେ ଚଢ଼ାଉ କରିଥିଲେ । ଘଟଣାସ୍ଥଳରେ ଗୋଟିଏ ବାଲି ବୋଝେଇ ଟ୍ରାକ୍ଟରକୁ ଜବତ କରିବା ସମୟରେ ବାଲି ମାଫିଆମାନେ ଉପଜିଲ୍ଲାପାଳଙ୍କ ଉପରକୁ ଆକ୍ରମଣ କରିଥିଲେ। ଉପଜିଲ୍ଲାପାଳଙ୍କ ଗାଡି କାଚ ଭାଙ୍ଗିବା ସହିତ ଦୁଇଟି ମୋବାଇଲ ଛଡାଇନେଇଥିଲେ ଦୁର୍ବୃତ୍ତ। ଏନେଇ ଭୁବନ ଥାନାରେ ଅଭିଯୋଗ କରିଛନ୍ତି ଉପଜିଲ୍ଲାପାଳ। ପୋଲିସ ଏକ ମାମଲା ରୁଜୁ କରି ତଦନ୍ତ ଜାରି ରଖିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!