Saturday, November 21, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ତହସିଲଦାରଙ୍କର ଗାଡ଼ି ଜାଳିଦେଲେ

by ସଞ୍ଜୟ ସ୍ୱାଇଁ
November 6, 2022
in Crime, State
ତହସିଲଦାରଙ୍କର ଗାଡ଼ି ଜାଳିଦେଲେ
225
VIEWS
Share on FacebookShare on Twitter

ବଡ଼ମ୍ବା, (ବାଘୁଆବାର୍ତ୍ତା): କଟକ ଜିଲ୍ଲା ବଡ଼ମ୍ବା ତହସିଲଦାରଙ୍କ ଗାଡ଼ିକୁ ଶନିବାର ବିଳମ୍ବିତ ରାତ୍ରିରେ କେହି ଦୁର୍ବୃତ୍ତ ପେଟ୍ରୋଲ ପକାଇ ଜାଳି ଦେଇଛନ୍ତି। ବଡ଼ମ୍ବା ଥାନା ପଥୁରିଆ ସାହିରେ ଘଟିଛି ଏହି ଘଟଣା। ବଡ଼ମ୍ବା ତହସିଲଦାରଙ୍କ ଡ୍ରାଇଭର ବିରଞ୍ଚି ନାରାୟଣ ପାଟ୍ଟଯୋଶୀ ନିଜ ପଥୁରିଆ ସାହି ସ୍ଥିତ ଘରେ ଗାଡ଼ିଟିକୁ ରଖିଥିଲେ। ବିଳମ୍ବିତ ରାତିରେ ପ୍ରାୟ ୩ ଜଣ ଦୁର୍ବୃତ୍ତ ଆସି ଗାଡ଼ିର କାଚ ଭାଙ୍ଗି ଦେବା ସହ ସିଟ୍‌ରେ ପେଟ୍ରୋଲ ଢାଳି ନିଆଁ ଲଗାଇ ଦେଇଥିଲେ। ବାଲି ଓ ପଥର ମାଫିଆମାନେ ଏହି କାର୍ୟ୍ୟ କରିଥିବା ସନ୍ଦେହ କରୁଛନ୍ତି ତହସିଲଦାରଙ୍କ ଡ୍ରାଇଭର ବିରଞ୍ଚି ନାରାୟଣ ପାଟ୍ଟଶାଣୀ। ଏହି ଘଟଣା ନେଇ ବଡ଼ମ୍ବା ଥାନାରେ ଲିଖିତ ଅଭିଯୋଗ କରିଛନ୍ତି ତହସିଲଦାର ନୀଳକଣ୍ଡ ବେହେରା। ବଡ଼ମ୍ବା ଥାନା ପୁଲିସ୍ ଘଟଣାର ତଦନ୍ତ କରୁଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!