Saturday, November 21, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ହରିଶ୍ଚନ୍ଦ୍ର ଯୋଜନା ଲୁଟ୍ କରି ବନ୍ଧାହେଲେ ପିଇଓ

by ସଞ୍ଜୟ ସ୍ୱାଇଁ
November 8, 2022
in Crime, State
ହରିଶ୍ଚନ୍ଦ୍ର ଯୋଜନା ଲୁଟ୍ କରି ବନ୍ଧାହେଲେ ପିଇଓ
110
VIEWS
Share on FacebookShare on Twitter

ଆନନ୍ଦପୁର, (ବାଘୁଆବାର୍ତ୍ତା): ହରିଶ୍ଚନ୍ଦ୍ର ଯୋଜନାରେ ଅର୍ଥ ଆତ୍ମସାତ୍ କରିଥିବା ଅଭିଯୋଗ ଘଟଣା । ଆନନ୍ଦପୁର ଉପଖଣ୍ଡ ହାଟଡିହି ବ୍ଲକ୍ ପୂର୍ବତନ ପଞ୍ଚାୟତ ନିର୍ବାହୀ ଅଧିକାରୀଙ୍କୁ ଗିରଫ କରିଛି ସୋସୋ ଥାନା ପୋଲିସ୍ । ଗିରଫ ପରେ ଜାମିନ ନା ମଞ୍ଜୁର ହେବାରୁ ତାଙ୍କୁ କୋର୍ଟ ଚାଲାଣ କରାଯାଇଛି । ତେବେ ଏହି ଘଟଣାରେ ତାଙ୍କୁ ଫସାଇ ଦିଆଯାଇଥିବା କହିଛନ୍ତି ଅଭିଯୁକ୍ତ ପିଇଓ ନରହରି ନାୟକ । ହରିଶ୍ଚନ୍ଦ୍ର ଯୋଜନାର ଏହି ଦୁର୍ନିତି ରେ ଅନ୍ୟ ଦୁଇ ପ୍ରମୁଖ ଅଭିଯୁକ୍ତ ପୂର୍ବତନ ସରପଞ୍ଚ ପ୍ରତିଭା ନାୟକ ଓ ଜିଆରଏସ୍ ପୂର୍ଣ୍ଣଚନ୍ଦ୍ର ଥାଟୋଇ ଏବେ ମଧ୍ୟ ଫେରାର ଅଛନ୍ତି । ବାଲିବରେଇ ପଞ୍ଚାୟତ ରେ ମୃତ ବ୍ୟକ୍ତିଙ୍କ ପରିବାରକୁ ହରିଶ୍ଚନ୍ଦ୍ର ଯୋଜନାର ସହାୟତା ଅର୍ଥ ନଦେଇ ଟଙ୍କା ଆତ୍ମସାତ ହୋଇଥିବା ଅଭିଯୋଗ ହୋଇଥିଲା । ପରେ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ ରେ ବିଡିଓ ଙ୍କ ତତ୍ତ୍ଵାବଧାନରେ ଏକ ତଦନ୍ତକାରୀ ଟିମ୍ ଘଟଣାର ତଦନ୍ତ କରିଥିଲେ । ତଦନ୍ତରେ ଘଟଣାରର ସତ୍ୟତା ଜଣାପଡିବାରୁ ଜିଲ୍ଲାପାଳ ଙ୍କ ନିର୍ଦ୍ଦେଶ କ୍ରମେ ଅକ୍ଟୋବର ୩୦ ତାରିଖରେ ହାଟଡିହି ବିଡିଓ ତିନି ଅଭିଯୁକ୍ତଙ୍କ ନାମରେ ସୋସୋ ଥାନାରେ ମାମଲା ରୁଜୁ କରିଥିଲେ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!