Saturday, November 21, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କୋଟିପତି ଠକ ବିଲ୍ଡର ଥାନାରେ ଅଟକ

by ସଞ୍ଜୟ ସ୍ୱାଇଁ
November 8, 2022
in Crime, State
କୋଟିପତି ଠକ ବିଲ୍ଡର ଥାନାରେ ଅଟକ
251
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଭୁବନେଶ୍ୱର ମଞ୍ଚେଶ୍ୱର ଥାନାରେ ଠକ ବିଲ୍ଡର ଅଟକ । ରିଅଲ ଡେଭଲପର ଆଣ୍ଡ୍ କନଷ୍ଟ୍ରକ୍ସନର ମୁଖ୍ୟ ଅରୁଣଜ୍ୟୋତି ପଟ୍ଟନାୟକଙ୍କୁ ଥାନାରେ ଅଟକ ରଖିଛି ପୋଲିସ । ୧୦ କୋଟିରୁ ଉର୍ଦ୍ଧ୍ୱ ଟଙ୍କା ଠକିଥିବା ଅଭିଯୋଗରେ ବିଲଡର ଅରୁଣଜ୍ୟୋତି ପଟ୍ଟନାୟକଙ୍କୁ ମଞ୍ଚେଶ୍ୱର ଥାନାରେ ଅଟକ ରଖାଯାଇଛି । ପୂର୍ବରୁ ଏହି ବିଲ୍ଡରଙ୍କ ନାଁରେ ଏତଲା ଦେଇଥିଲେ ଅଭିନେତ୍ରୀ ବିଦୁସ୍ମିତା । ଖଣ୍ଡଗିରି ଥାନାରେ ଅଭିନେତ୍ରୀ ବିଦୁସ୍ମିତା ଏତଲା ଦେଇଥିଲେ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!