Saturday, November 21, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଅର୍ଚ୍ଚନା ନାଗଙ୍କ ପୈତୃକ ବାସଭବନରେ ଇଡିର ଚଢ଼ାଉ

by ସଞ୍ଜୟ ସ୍ୱାଇଁ
November 10, 2022
in Crime, State
ଅର୍ଚ୍ଚନା ନାଗଙ୍କ ପୈତୃକ ବାସଭବନରେ ଇଡିର ଚଢ଼ାଉ
120
VIEWS
Share on FacebookShare on Twitter

କେସିଙ୍ଗା, (ବାଘୁଆବାର୍ତ୍ତା): ରାଜ୍ୟରେ ଚର୍ଚ୍ଚିତ ଲେଡି ବ୍ଲାକମେଲର ଅର୍ଚ୍ଚନା ନାଗଙ୍କ ବେଆଇନ ଆର୍ଥିକ କାରାବର ନେଇ ଇଡି ପକ୍ଷରୁ ରାଜ୍ୟର ବିଭିନ୍ନ ସ୍ଥାନରେ ଚଢ଼ାଉ ହୋଇଥିବା ଖବର ଜଣାପଡିଛି । ଆଜି ଏହି ପରିପ୍ରେକ୍ଷୀରେ କଳାହାଣ୍ଡି ଜିଲ୍ଲା କେସିଙ୍ଗା ସହରରେ ଥିବା ଅର୍ଚ୍ଚନା ନାଗଙ୍କ ପୈତୃକ ଘରକୁ ମଧ୍ୟ ଇଡି ପକ୍ଷରୁ ମଧ୍ୟ ଚଢାଉ କରାଯାଇଛି । ଘରର ବାହାରେ ସିଆରପିଏଫଙ୍କ କଡ଼ା ସୁରକ୍ଷା ବଳୟ ଭିତରେ ଇଡି ବିଭାଗର ଅଧିକାରୀ ମାନେ ଘର ଭିତରକୁ ପଶିଥିବା ବେଳେ କେତେ ଜଣ ଭିତରକୁ ପଶି କ’ଣ ତଦନ୍ତ କରୁଛନ୍ତି ତାହା ସ୍ପଷ୍ଟ ସୂଚନା ମିଳିପାରି ନାହିଁ । ଆଜି ସକାଳେ କେସିଙ୍ଗା ସ୍ଥିତ ଅର୍ଚ୍ଚନା ନାଗଙ୍କ ପୈତୃକ ଘରକୁ ଇଡି ପକ୍ଷରୁ ଚଢ଼ାଉ କରାଯାଇଥିଲା ଏହି ଖବର ସାମ୍ନକୁ ଆସିବାରେ ସହରରେ ମୁଖ୍ୟ ଚର୍ଚ୍ଚାର ବିଷୟ ହୋଇଛି । ଅନ୍ୟପଟେ ଭବନେଶ୍ୱର ସତ୍ୟ ବିହାରସ୍ଥିତ ଘରେ ମଧ୍ୟ ଇଡିର ୫ ଜଣିଆ ଟିମ୍ରୁ ଚଢାଉ ଆରମ୍ଭ କରିଛି । ଚଢାଉ ସମୟରେ ସ୍ଥାନୀୟ ପୋଲିସ ଓ ସିଆରପିଏଫ୍‌ ବାହିନୀ ନିୟୋଜିତ ରହିଛନ୍ତି । ଚଢ଼ଉ ବେଳେ ବିଭିନ୍ନ ଗୁରୁତ୍ବପୂର୍ଣ୍ଣ କାଗଜ ପତ୍ର ଜବତ କରାଯାଇଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!