Saturday, November 21, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନାଗର ଦାନ୍ତ କାଟି ଗିରଫ ହେଲେ ସାପଧରାଳି

by ସଞ୍ଜୟ ସ୍ୱାଇଁ
November 13, 2022
in Crime, State
ନାଗର ଦାନ୍ତ କାଟି ଗିରଫ ହେଲେ ସାପଧରାଳି
107
VIEWS
Share on FacebookShare on Twitter

ବଲାଙ୍ଗିର, (ବାଘୁଆବାର୍ତ୍ତା): ନାଗକୁ ନିର୍ୟାତନା ଦେଇ ଗିରଫ ହେଲେ ସାପଧରାଳି । ଗିରଫ ସାପଧରାଳି ଜଣଙ୍କ ହେଉଛନ୍ତି ବଲାଙ୍ଗିର ଜିଲ୍ଲା ପୁଇଁନ୍ତଲା ଥାନା ବିଲେଇସର୍ଡା ଗାଁର ବୀରଳା ବିଶ୍ୱାଳ ଓରଫ ବୀର। ଶନିବାର ବୀର ଏକ ନାଗ ସାପକୁ ଧରି ତାର ଦାନ୍ତକୁ ନେଲ୍‌ କଟରରେ କାଟୁଥିବାର ଭିଡିଓ ଭାଇରାଲ ହୋଇଥିଲା। ଏହା ଦେଖିବା ପରେ ତାଙ୍କ ବିରୋଧରେ କାର୍ୟ୍ୟାନୁଷ୍ଠାନ ଦାବି କରି ବନ ବିଭାଗର ଦ୍ୱାରସ୍ଥ ହୋଇଥିଲେ ବଲାଙ୍ଗିର ସ୍ନେକ ହେଲ୍‌ପ ଲାଇନର ସଦସ୍ୟ। ଏହା ପରେ ବିଭିନ୍ନ ସ୍ଥାନରେ ଚଢ଼ାଉ କରିଥିଲେ ବନ ବିଭାଗ କର୍ମଚାରୀ। ଗତକାଲି ବିଲମ୍ୱିତ ରାତିରେ ବୀରଳାଙ୍କୁ ଧରିବାରେ ସଫଳ ହୋଇଥିଲା ବନ ବିଭାଗ। ଗିରଫ ବୀରଳା ବିଶ୍ୱାଳଙ୍କୁ ପଚରା ଉଚରା କରାଯାଉଛି। ବୀରଳା ସଫେଇ ଦେଇଛନ୍ତି ଯେ ସାପର ମୁଣ୍ଡରେ କଣ୍ଟା ଲାଗି ଯାଇଥିବାରୁ ତାକୁ ସେ ନେଲ କଟରରେ ବାହାର କରୁଥିଲେ। କିନ୍ତୁ ସେ ଅଭ୍ୟାସଗତ ଭାବେ ମଦ ପିଇ ସାପ ମାନଙ୍କୁ ଧରି ଏମିତି ନିର୍ୟାତନା ଦିଅନ୍ତି ବୋଲି ଜଣାପଡ଼ିଛି। ବନ ବିଭାଗ ସେ ଦିଗରେ ତଦନ୍ତ ଚଳାଇଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!