Saturday, November 21, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କଳା ପଲସରେ ଲୁଟିନେଲେ ୧୪ ଲକ୍ଷ

by ସଞ୍ଜୟ ସ୍ୱାଇଁ
November 14, 2022
in Crime, State
କଳା ପଲସରେ ଲୁଟିନେଲେ ୧୪ ଲକ୍ଷ
56
VIEWS
Share on FacebookShare on Twitter

ରାଉରକେଲା, (ବାଘୁଆବାର୍ତ୍ତା): କଳା ପଲସରେ ଆସି ବନ୍ଧୁକ ଦେଖାଇ ବ୍ୟବସାୟୀଙ୍କ ବାଟ ଓଗାଳିଲେ। ତା’ପରେ ବନ୍ଧୁକ ଦେଖାଇ ୧୪ଲକ୍ଷ ଟଙ୍କା ନେଇ ଚମ୍ପଟ ମାରିଲେ। ଏଭଳି ଘଟଣା ଘଟିଛି ରାଉରକେଲା ସହରରେ। ଆଜି ବ୍ୟବସାୟୀ ଜଣଙ୍କ କୋଏଲ ନଗର ସ୍ଥିତ ଘରୁ ୧୪ ଲକ୍ଷ ଟଙ୍କା ନେଇ ଉଦିତ ନଗର ଆସୁଥିଲେ। ଏହି ସମୟରେ ଆରଏମ୍‌ସି ଅଫିସ ସମ୍ମୁଖରେ ୨ଜଣ ଦୁର୍ବୃତ୍ତ କଳା ପଲସରରେ ଆସି ବ୍ୟବସାୟୀଙ୍କୁ ଅଟକାଇଥିଲେ। ବ୍ୟବସାୟୀ ଜଣଙ୍କ ନ ଅଟକିବାରୁ ବନ୍ଧୁକ ଦେଖାଇ ଭୟଭୀତ କରିଥିଲେ। ପରେ ବ୍ୟବସାୟୀ ଜଣଙ୍କ ଅଟକାଇବାରୁ ତାଙ୍କ ପାଖରୁ ୧୪ ଲକ୍ଷ ଟଙ୍କା ନେଇ ଚମ୍ପଟ ମାରିଥିଲେ ଲୁଟେରା। ଏନେଇ ବ୍ୟବସାୟୀ ଜଣଙ୍କ ଥାନାରେ ଅଭିଯୋଗ କରିଛନ୍ତି। ପୁଲିସ ଘଟଣାର ତଦନ୍ତ କରି ଲୁଟେରାମାନଙ୍କୁ ଧରିବାକୁ ଚେଷ୍ଟା ଚଳାଇଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!