Saturday, November 21, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଭିଜିଲାନ୍ସ ହାତରେ ଧରାପଡିଲେ କୃଷି ବିଭାଗର କନିଷ୍ଠ କିରାଣି

by ସଞ୍ଜୟ ସ୍ୱାଇଁ
November 22, 2022
in Crime, State
ଭିଜିଲାନ୍ସ ହାତରେ ଧରାପଡିଲେ କୃଷି ବିଭାଗର କନିଷ୍ଠ କିରାଣି
65
VIEWS
Share on FacebookShare on Twitter

ଝାରସୁଗୁଡା, (ବାଘୁଆବାର୍ତ୍ତା): ଲାଞ୍ଚ ନେଲା ବେଳେ ଭିଜିଲାନ୍ସ ହାତରେ ଧରାପଡିଲେ ଝାରସୁଗୁଡା କୃଷି ବିଭାଗର କନିଷ୍ଠ କିରାଣି ଅଜୟ ପାଣ୍ଡେ । ଝାରସୁଗୁଡା କୃଷି ବିଭାଗ କାର୍ୟ୍ୟାଳୟରେ ଖରିଫ ଫସଳର ଇନ୍ସୁରାନ୍ସ କରାଇଦେବା ପାଇଁ କୂଳେମୁରାର ଚାଷୀ ପ୍ରେମାନନ୍ଦ ସାଙ୍କ ଠାରୁ ଅଜୟ ୨୦ ହଜାର ଟଙ୍କା ଲାଞ୍ଚ ନେଉଥିଲେ। ଏହି ସମୟରେ ସେଠାରେ ପୂର୍ବରୁ ଉପସ୍ଥିତ ଥିବା ଭିଜିଲାନ୍ସ ଅଧିକାରୀମାନେ ଅଜୟଙ୍କୁ ମାଡ ବସିଥିଲେ । ଭିଜିଲାନ୍ସ ବିଭାଗର ଅଧିକାରୀମାନେ ଟଙ୍କା ଜବତ କରିବାସହ ଅଜୟଙ୍କୁ ଗିରଫ କରି ଅଧିକ ତଦନ୍ତ ଜାରି ରଖିଛନ୍ତି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!