Monday, July 27, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ମାତ୍ର ୪ ମାସ ତଳେ ବିବାହ କରିଥିବା ସ୍ତ୍ରୀକୁ ହତ୍ୟା କରିବା ସହ ସ୍ୱାମୀ ନିଜେ ଆତ୍ମହତ୍ୟା କରିଥିବା ଅଭିଯୋଗ

by ସଞ୍ଜୟ ସ୍ୱାଇଁ
September 5, 2021
in Crime, State
ମାତ୍ର ୪ ମାସ ତଳେ ବିବାହ କରିଥିବା ସ୍ତ୍ରୀକୁ ହତ୍ୟା କରିବା ସହ ସ୍ୱାମୀ ନିଜେ ଆତ୍ମହତ୍ୟା କରିଥିବା ଅଭିଯୋଗ
357
VIEWS
Share on FacebookShare on Twitter

ପୋଲସରା, (ବାଘୁଆବାର୍ତ୍ତା): ଗଞ୍ଜାମ ଜିଲ୍ଲା ପୋଲସରା ଥାନା ଅନ୍ତର୍ଗତ ଷୋଡକ ଗ୍ରାମ ପଞ୍ଚାୟତ ସାହିରେ ଶନିବାର ବିଳମ୍ବିତ ରାତିରେ ଅଘଟଣ ଘଟିଛି। ମାତ୍ର ୪ ମାସ ତଳେ ବିବାହ କରିଥିବା ସ୍ତ୍ରୀକୁ ହତ୍ୟା କରିବା ସହ ସ୍ବାମୀ ନିଜେ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି। ମୃତକ ହେଉଛନ୍ତି ପାଣ ଗଉଡଙ୍କ ତୃତୀୟ ପୁଅ ବିପିନ ଗଉଡ ଓ ବୋହୁ ଲିଲି ଗଉଡ। ଚାରି ମାସ ତଳେ ଅରଖପୁରର ମଦନ ଗଉଡଙ୍କ ଝିଅ ଲିଲିଙ୍କୁ ବିପିନ ବିବାହ କରିଥିଲେ। ଶନିବାର ରାତିରେ ସ୍ୱାମୀ ସ୍ତ୍ରୀ ବାପା ମାଆଙ୍କ ସହିତ ମିଶି ଖାଇବା ପରେ ନିଜ କୋଠରୀରେ ଶୋଇଥିଲେ।ସକାଳୁ ପୁଅ ବୋହୂ ବାହାରକୁ ନ ଆସିବାରୁ ବାପା ସେମାନଙ୍କୁ ଡାକିବାକୁ ଯାଇଥିଲେ। ଝରକା ବାଟେ ଦେଖିବାକୁ ପାଇଥିଲେ ଯେ ରକ୍ତରଞ୍ଜିତ ବୋହୂର ଶରୀର ଖଟ ଉପରେ ପଡିଛି ଓ ପୁଅ କୋଠରୀ ଦୁଲାରେ ଝୁଲୁଛି। ଘଟଣାସ୍ଥଳରେ ପହଞ୍ଚିଛି ପୁଲିସ। ସାଇଣ୍ଟିଫିକ ଟିମକୁ ଅପେକ୍ଷା କରିଛି। କୋଠରୀ ଭିତରେ ଉଭୟେ ମୃତ୍ୟୁବରଣ କରିଥିବା ଜଣାପଡିଥିବା ବେଳେ ରକ୍ତଲଗା କଟୁରିକୁ ଜବତ କରିଛି ପୁଲିସ। ପାରିପାର୍ଶ୍ଵିକୁ ସ୍ଥିତିକୁ ଅନୁଧ୍ୟାନ କରି ପୁଲିସ ତଦନ୍ତ ଚଳାଇଛି। ସ୍ବାମୀ ଓ ସ୍ତ୍ରୀଙ୍କ ମଧ୍ୟରେ କୌଣସି କାରଣରୁ ଝଗଡ଼ା ପରେ ସ୍ତ୍ରୀକୁ କଟୁରିରେ ହାଣି ହତ୍ୟା କରିବା ପରେ ନିଜେ ବିପିନ ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି। ନବ ଦମ୍ପତିଙ୍କ କଳହ ଓ ସମ୍ପର୍କ ନେଇ ଘର ଲୋକଙ୍କୁ ପଚରାଉଚରା କରାଯାଉଛି।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!