Saturday, November 21, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବ୍ରାଉନ ସୁଗ।ର ଜବତ; ଜଣେ ଗିରଫ

by ସଞ୍ଜୟ ସ୍ୱାଇଁ
November 26, 2022
in Crime, State
ବ୍ରାଉନ ସୁଗ।ର ଜବତ; ଜଣେ ଗିରଫ
56
VIEWS
Share on FacebookShare on Twitter

ଧର୍ମଗଡ଼, (ବାଘୁଆବାର୍ତ୍ତା): କଳାହାଣ୍ଡି ଜିଲ୍ଲା ଭବାନିପାଟଣା ସହରରେ ଦିନକୁ ଦିନ ନିଶା କାରବାର ବଢ଼ିବାରେ ଲାଗିଛିକ୍ଷ ଏଥିରେ ଯୁବ ବର୍ଗ ଲିପ୍ତ ହୋଇ ଅପରାଧ କରୁଥିବା ଦେଖିବାକୁ ମିଳୁଛି । କି ଭବାନିପାଟଣା ପରିବହନ କାର୍ୟ୍ୟାଳୟ ସାମ୍ନାରେ କିଛି ଯୁବକ ବ୍ରାଉନ ସୁଗାର କାରବାର କରୁଥିବା ଅବକାରୀ ବିଭାଗ ଜାଣିପାରିଥିଲା । ଏନେଇ ଅବକାରୀ ପୋଲିସ ଗ୍ରାହକ ହୋଇ ଯାଇଥିଲେ। ସେଠାରେ ଜଣେ ଯୁବକଙ୍କୁ ୨୨ ଗ୍ରାମ ବ୍ରାଉନ ସୁଗାର ସହିତ ୭ ହଜାର ୩ଶହ ଟଙ୍କା ଏବଂ ଗୋଟିଏ ବାଇକ ଜବତ କରିଥିଲେ । ଗିରଫ ଯୁବକଙ୍କ ପରିଚୟ ଶିବ ସେନାପତି । ସେ ନାକଟିଗୁଡାର ବାସିନ୍ଦା ବୋଲି ଜଣା ପଡିଛି । ଅବକାରୀ ବିଭାଗ ଯୁବକଙ୍କୁ ରେଡ୍‌ ହ୍ୟାଣ୍ଡରେ ଧରିବା ପରେ ପଚରଉଚରା କରିବା ସହ ତାଙ୍କୁ ଗିରଫ କରି କୋର୍ଟଚାଲାଣ କରଯାଇଛି ବୋଲି ଅବକାରୀ ଅଧିକ୍ଷକ କହିଛନ୍ତି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!