Saturday, November 21, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ରାଜଧାନୀରୁ ୪ ଲୁଟେରା ଗିରଫ

by ସଞ୍ଜୟ ସ୍ୱାଇଁ
November 28, 2022
in Crime, State
ରାଜଧାନୀରୁ ୪ ଲୁଟେରା ଗିରଫ
117
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ରାଜଧାନୀରୁ ୪ ଲୁଟେରା ଗିରଫ । ଭୁବନେଶ୍ୱର ଲିଙ୍ଗରାଜ ଥାନା ପୋଲିସ ଏହି ୪ଜଣଙ୍କୁ ଗିରଫ କରିଛି । ସେମାନଙ୍କ ନିକଟରୁ ୧୭୦ ଗ୍ରାମର ସୁନା ଅଳଙ୍କାର ସହ ୨ଟି ବାଇକ୍‌ ଏବଂ ୪ ମୋବାଇଲ ଜବତ ହୋଇଛି । ଏନେଇ ଭୁବନେଶ୍ୱର ଡିସିପି ପ୍ରତୀକ ସିଂହ ସୂଚନା ଦେଇଛନ୍ତି । ଖବର ଅନୁଯାୟୀ, କିଛି ଦିନ ହେବା ରାଜଧାନୀର ବିଭିନ୍ନ ସ୍ଥାନରେ ଲୁଟ୍‌ ନେଇ ବାରମ୍ବାର ଅଭିଯୋଗ ଆସୁଥିଲା । ପୋଲିସ ଲଗାତର ଭାବେ ଲୁଟେରାକୁ ଧରିବାକୁ ଯୋଜନା କରୁଥିଲା । ହେଲେ ସଫଳ ହେଉନଥିଲା । ଶେଷରେ ସୋମବାର ଦିନ ୪ ଜଣ ଲୁଟେରାଙ୍କୁ କାବୁ କରିବାରେ ସଫଳ ହୋଇଥିଲା କମିଶନରେଟ୍‌ ପୋଲିସ । ସେହିପରି ସେମାନଙ୍କ ନିକଟରୁ ୧୭୦ ଗ୍ରାମର ସୁନା ଅଳଙ୍କାର, ୨ଟି ବାଇକ୍‌ ଓ ୪ଟି ମୋବାଇଲ ଜବତ ହୋଇଛି । ତେବେ ଏହି ଲୁଟେରାଙ୍କ ସହ ଆଉ କିଏ କିଏ ସାମିଲ ଅଛନ୍ତି । ସେନେଇ ଖୋଲତାଡ଼ କରୁଛି କମିଶନରେଟ୍‌ ପୋଲିସ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!