Saturday, November 21, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଫତେଗଡ ଥାନା ପୋଲିସକୁ ସଫଳତା

by ସଞ୍ଜୟ ସ୍ୱାଇଁ
December 10, 2022
in Crime, Nayagarh, State
ଫତେଗଡ ଥାନା ପୋଲିସକୁ ସଫଳତା
289
VIEWS
Share on FacebookShare on Twitter

ନୟାଗଡ, (ବାଘୁଆବାର୍ତ୍ତା): ଦୀର୍ଘଦିନ ଧରି ପୋଲିସର ନିଦ ହଜାଇ ଥିବା ୨ ଆନ୍ତଃରାଜ୍ୟ ଲୁଟେରାକୁ ଗିରଫ କରିଛି ପୋଲିସ । ସେମାନଙ୍କଠାରୁ ୧୦୩ଗ୍ରାମ ସୁନା ଓ ୫୨୦ ଗ୍ରାମ ରୁପା ଅଳଙ୍କାର ଉଦ୍ଧାର କରାଯାଇଛି । ସୂଚନା ମୁତାବକ ଗତ ସେପ୍ଟେମ୍ବର ମାସ ୨୭ତାରିଖରେ ଭାପୁର ବ୍ଲକ ବଡ଼ସହରା ପଂଚାୟତ ଜାମୁସାହି ଗ୍ରାମର ସଞ୍ଜୟ ସାହୁଙ୍କ ଘରୁ ୫ଲକ୍ଷ ଟଙ୍କାରୁ ଉର୍ଦ୍ଧ୍ୱ ଟଙ୍କାର ଅଳଙ୍କାର ସହ ନଗଦ ୨ଲକ୍ଷ ଟଙ୍କା ଚୋରି ହୋଇଥିବା ନେଇ ଫତେଗଡ ଥାନାରେ ଏକ ଲିଖିତ ଅଭିଯୋଗ ହୋଇଥିଲା । ଏ ନେଇ ଫତେଗଡ ପୋଲିସ ପକ୍ଷରୁ ୧୮୮/୨୨ ରେ ଏକ ମାମଲା ରୁଜୁ କରି ତଦନ୍ତ ଆରମ୍ଭ ହୋଇଥିଲା । ଗତକାଲି ଖଣ୍ଡପଡାରୁ ଅଭିଯୁକ୍ତକୁ ଗିରଫ କରିବାରେ ସକ୍ଷମ ହୋଇଥିଲା ଫତେଗଡ ପୋଲିସ । ତେବେ ଅଭିଯୁକ୍ତ ମାନଙ୍କୁ ଜେରା ସମୟରେ ସେମାନେ ମାନି ଥିଲେ ଯେ ଆମେ ଅନ୍ୟ ୮ସହଯୋଗୀ ମାନଙ୍କ ସହିତ ମିଶି ନୟାଗଡ, ଖଣ୍ଡପଡା, ଖୋଧା, ବଲାଙ୍ଗୀର ଏବଂ କଳାହାଣ୍ଡି ଜିଲାରେ ଚୋରି କରି ଥିଲୁ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!