Saturday, November 21, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଚା’ରେ ନିଶା ଦେଇ ଦୋକାନିଙ୍କ ଠାରୁ ଲୁଟ୍

by ସଞ୍ଜୟ ସ୍ୱାଇଁ
December 10, 2022
in Crime, State
ଚା’ରେ ନିଶା ଦେଇ ଦୋକାନିଙ୍କ ଠାରୁ ଲୁଟ୍
85
VIEWS
Share on FacebookShare on Twitter

ଭଦ୍ରକ, (ବାଘୁଆବାର୍ତ୍ତା): ଭଦ୍ରକରେ ଜଣେ ବ୍ୟବସାୟିଙ୍କୁ ନିଶା ଖୁଆଇ ତାଙ୍କ ଠାରୁ ଟଙ୍କା ସହ ନଡ଼ିଆ ଲୁଟ। ଏନେଇ ଥାନାରେ ଅଭିଯୋଗ ହୋଇଛି। ସମ୍ପୃକ୍ତ ବ୍ୟବସାୟିଙ୍କୁ ଅଚେତ ଅବସ୍ଥାରେ ଉଦ୍ଧାର କରି ଭଦ୍ରକ ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଖବର ଅନୁସାରେ, ଭଦ୍ରକ ବ୍ଲକ ଜିତାନଗା ଗାଁର ଗଙ୍ଗାଧର ଜେନା ବାଲଗୋପାଲ ମନ୍ଦିର ପାଖେ ନଡ଼ିଆ ବିକୁଥିଲେ। ସେ ଘରକୁ ଫେରିବା ବେଳେ ଜଣେ ଦୁର୍ବୃତ୍ତ ତାଙ୍କଠୁ ସବୁ ନଡ଼ିଆ ନେବେ କହି ତାଙ୍କୁ ଦୋକାନକୁ ନେଇଥିଲେ। ସେଠାରେ ତାଙ୍କୁ ଚା ସହିତ ନିଶା ଦ୍ରବ୍ୟ ମିଶାଇ ପିଇବାକୁ ଦେଇଥିଲା ଅଭିଯୁକ୍ତ। ଚା ପିଇ ସାରି ସେଠାରେ ଗଙ୍ଗାଧର ଅଚେତ ହୋଇଯାଇଥିଲେ। ସେଠାରୁ ତାଙ୍କୁ ପୋଲିସ ଉଦ୍ଧାର କରି ଭଦ୍ରକ ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିବା ସହ ଏହାର ତଦନ୍ତ ଆରମ୍ଭ କରିଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!