Monday, July 27, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଏକ ଜେରକ୍ସ ଦୋକାନରୁ ଚୋରି ଉଦ୍ୟମ ବିଫଳ, ବାଇକ ଛାଡି ଲୁଟେରା ଫେରାର

by ସଞ୍ଜୟ ସ୍ୱାଇଁ
September 5, 2021
in Crime, State
ଏକ ଜେରକ୍ସ ଦୋକାନରୁ ଚୋରି ଉଦ୍ୟମ ବିଫଳ, ବାଇକ ଛାଡି ଲୁଟେରା ଫେରାର
114
VIEWS
Share on FacebookShare on Twitter

ପାଟଣା, (ବାଘୁଆବାର୍ତ୍ତା): କେନ୍ଦୁଝର ଜିଲ୍ଲା ପାଟଣା ବଜାର ଉପରେ ଥିବା ଏକ ଜେରକ୍ସ ଦୋକାନରୁ ଚୋରି ଉଦ୍ୟମ ବିଫଳ । ବାଇକ ଛାଡି ପଳାଇଲେ ଦୁର୍ବୃତ୍ତ । ଶନିବାର ବିଳମ୍ବିତ ରାତିରେ ଦୋକାନର ତାଲା କାଟି ଚୋରି ଉଦ୍ୟମ କରୁଥିଲେ ଦୁଇ ଲୁଟେରା। ତେବେ ରାସ୍ତାରେ ଯାଉଥିବା କିଛି ଯୁବକ ଏହା ଦେଖି ତାଙ୍କୁ ପିଛା କରିବାରୁ ଅନ୍ଧାର ରାତିର ସୁଯୋଗ ନେଇ ଲୁଟେରାମାନେ ଫେରାର ହୋଇଯାଇଥିଲେ । ଖବର ପାଇ ଘଟଣାସ୍ଥଳରେ ପାଟଣା ପୋଲିସ ପହଞ୍ଚି ବାଇକକୁ ଜବତ କରି ତଦନ୍ତ ଚଳାଇଛି। ସେହିପରି ତୁରୁମୁଙ୍ଗା ଥାନା ଖିରେଇଟାଙ୍ଗିରୀ ମେଡିକାଲ ସମ୍ମୁଖରେ ଥିବା ପ୍ରଧାନମନ୍ତ୍ରୀ ଜନ ଔଷଧି ଦୋକାନରୁ ଆଜବେଷ୍ଟସ ଭାଙ୍ଗି ୫ ହଜାର ଟଙ୍କା ଚୋରି ହୋଇଛି ।ପାଟଣା ଓ ତୁରୁମୁଙ୍ଗା ଥାନା ଅଞ୍ଚଳରେ ଏବେ ଚୋରୀ ଵୃଦ୍ଧି ପାଉଥିବାରୁ ଅଞ୍ଚଳ ବାସୀ ଅସନ୍ତୋଷ ପ୍ରକାଶ କରିଛନ୍ତି ।ରାତ୍ର କାଳୀନ ପାଟ୍ରୋଲିଂ ହେଉ ନଥିବାରୁ ଅଞ୍ଚଳରେ ଚୋରି ଓ ଲୁଟ ବଢିଥିବା ବୁଦ୍ଧିଜୀବୀ ମତ ଦେଇଛନ୍ତି।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!