Saturday, November 21, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବନ୍ଧାହେଲେ ବେଗୁନିଆ ତହସିଲଦାର

by ସଞ୍ଜୟ ସ୍ୱାଇଁ
December 16, 2022
in Crime, State
ବନ୍ଧାହେଲେ ବେଗୁନିଆ ତହସିଲଦାର
190
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ତହସିଲଦାରଙ୍କୁ ଲାଞ୍ଚ ନେବା ମହଙ୍ଗା ପଡ଼ିଲା। ଲାଞ୍ଚ ନେବା ଅଭିଯୋଗରେ ବେଗୁନିଆ ତହସିଲଦାର ପୃଥ୍ୱୀରାଜ ମଣ୍ଡଳଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ଭିଜିଲାନ୍ସ। ଦୁଇ ଦିନ ତଳେ ଅର୍ଥାତ ୧୪ ତାରିଖରେ ଭୁବନେଶ୍ୱର ସ୍ଥିତ କଳିଙ୍ଗ ବିହାର ସ୍ଥିତ ବାସଭବନରେ ଲାଞ୍ଚ ନେଉଥିବା ବେଳେ ଧରାପଡ଼ିଥିଲେ ବେଗୁନିଆ ତହସିଲଦାର। ଜମି କିସମ ପରିବର୍ତ୍ତନ ପାଇଁ ଜଣଙ୍କଠାରୁ ୪୫ ହଜାର ଟଙ୍କା ଲାଞ୍ଚ ନେଉଥିଲା ବେଳେ ଭିଜିଲାନ୍ସ ତାଙ୍କୁ ଧରିଥିଲା। ତହସିଲଦାରଙ୍କଠାରୁ ଲାଞ୍ଚ ଟଙ୍କା ଜବତ କରାଯାଇଥିଲା। ଏହାପରେ ଭିଜିଲାନ୍ସ ଟିମ୍ ପୃଥ୍ୱୀରାଜଙ୍କ ଭୁବନେଶ୍ୱର ସ୍ଥିତ ବାସଭବନ, ବେଗୁନିଆରେ ଥିବା କାର‌୍ୟ୍ୟାଳୟ ଓ ତୁମୁଡିବନ୍ଧ ସ୍ଥିତ ପୈତୃକ ବାସଭବନରେ ଚଢ଼ାଉ କରିଥିଲା। ଜଣେ ଅଭିଯୋଗକାରୀଙ୍କ ସୂଚନା ଆଧାରରେ ଭିଜିଲାନ୍ସ ତାଙ୍କୁ ଧରିବା ପାଇଁ ଜାଲ ବିଛାଇ ସଫଳ ହୋଇଥିଲା। ତହସିଲଦାର ପୃଥ୍ୱୀରାଜଙ୍କ ନାଁରେ ବିଭିନ୍ନ ବ୍ୟାଙ୍କରେ ଆକାଉଣ୍ଟ ଥିବା ଜଣାଯାଇଛି। ସମସ୍ତ ଆକାଉଣ୍ଟକୁ ଯାଞ୍ଚ କରାଯାଉଥିବା ଭିଜିଲାନ୍ସ ଏସ୍ପି ଏମ. ରାଧାକୃଷ୍ଣ ସୂଚନା ଦେଇଛନ୍ତି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!