Saturday, November 21, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୪ ଲୁଟେରାଙ୍କୁ ବାନ୍ଧିଲା କମିଶନରେଟ୍ ପୋଲିସ

by ସଞ୍ଜୟ ସ୍ୱାଇଁ
December 17, 2022
in Crime, State
୪ ଲୁଟେରାଙ୍କୁ ବାନ୍ଧିଲା କମିଶନରେଟ୍ ପୋଲିସ
56
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): କମିଶନ୍‌ରେଟ ପୋଲିସକୁ ସଫଳତା । ଚାରି ଜଣ ଲୁଟେରାଙ୍କୁ ବାନ୍ଧିଛି ସ୍ପେଶାଲ ସ୍କ୍ୱାର୍ଡ । ସେମାନଙ୍କ ନିକଟରୁ ନଗଦ ୫୨ ହଜାର ଟଙ୍କା, ଲାପ୍‌ଟପ୍‌, ମୋବାଇଲ୍ ଜବତ କରିଛି ପୋଲିସ । ଖବର ଅନୁଯାୟୀ, ଦୀର୍ଘ ଦିନ ଧରି ଭୁବନେଶ୍ୱରର ଉତ୍ପାତ ମଚାଇଥିଲେ ଲୁଟେରା ଗ୍ୟାଙ୍ଗ । କୌଣସି ସୁତ୍ରରୁ ଖବର ପାଇ କମିଶନରେଟ୍ ପୋଲିସ ଚଡାଉ କରିଥିଲା । ଏକ କାର କାଚ ଭାଙ୍ଗି ଲୁଟ୍ କରୁଥିବା ବେଳେ ୪ଜଣ ଲୁଟେରାଙ୍କୁ ବାନ୍ଧିଛି ସ୍ପେଶାଲ ସ୍କ୍ୱାର୍ଡ । ଗିରଫ ଅଭିଯୁକ୍ତମାନେ ବାହାର ରାଜ୍ୟର ବୋଲି ଜଣାପଡିଛି । ସେମାନଙ୍କ ନିକଟରୁ ନଗଦ ୫୨ ହଜାର ଟଙ୍କା, ଲାପ୍‌ଟପ୍‌, ମୋବାଇଲ ଜବତ କରିଛି । ଗିରଫ ଅଭିଯୁକ୍ତଙ୍କ ନାଁରେ ଭୁବନେଶ୍ୱରର ବିଭିନ୍ନ ୧୧ଟି ମାମଲା ରହିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!