Saturday, November 21, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଚାଷୀଙ୍କ ଟଙ୍କା ହଡପ୍ ଅଭିଯୋଗରେ ବନ୍ଧା ହେଲେ ଆଗ୍ରୋ ସଂସ୍ଥାର ଏମ୍‌ଡିଙ୍କ ସମେତ ୩

by ସଞ୍ଜୟ ସ୍ୱାଇଁ
December 17, 2022
in Crime, State
ଚାଷୀଙ୍କ ଟଙ୍କା ହଡପ୍ ଅଭିଯୋଗରେ ବନ୍ଧା ହେଲେ ଆଗ୍ରୋ ସଂସ୍ଥାର ଏମ୍‌ଡିଙ୍କ ସମେତ ୩
648
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଚାଷୀଙ୍କୁ କୃଷି ଯନ୍ତ୍ରାଂଶ ଯୋଗାଇଦେବା ନାଁରେ ୧୨ କୋଟି ଟଙ୍କାର ସରକାରୀ ସବ୍‌ସିଡି ଟଙ୍କା ହଡ଼ପ୍‌ ହୋଇଛି। ଡାଇରେକ୍ଟ ବେନିଫିଟ୍‌ ଟ୍ରାନ୍ସଫର ସ୍କିମ୍‌ରେ ଚାଷୀଙ୍କ ଟଙ୍କା ହଡ଼ପ୍‌ ଅଭିଯୋଗରେ ଆଗ୍ରୋ ସଂସ୍ଥାର ଏମ୍‌ଡିଙ୍କ ସମେତ ତିନି ଜଣଙ୍କୁ ଗିରଫ କରିଛି କ୍ରାଇମ୍‌ ବ୍ରାଞ୍ଚ EOW। ସେମାନେ ହେଲେ ପ୍ରଦୀପ କୁମାର ଆଚାର୍ଯ୍ୟ, ପ୍ରଭ ରଞ୍ଜନ ଦାସ ଓ ସେଖ ଫାୟଜ। ଅଭିଯୁକ୍ତ ପ୍ରଦୀପ କୁମାର ଆଚାର୍ଯ୍ୟ ହେଉଛନ୍ତି ଅନ୍ନପୂର୍ଣ୍ଣା ଅଗ୍ରୋ ଇଣ୍ଟରନ୍ୟାସ୍‌ନାଲ ପ୍ରାଇଭେଟ୍‌ ଲିମିଟେଡ୍‌ର ଏମ୍‌ଡି। ଏହି ସଂସ୍ଥା ଚାଷୀଙ୍କୁ କୃଷିଜାତ ଯନ୍ତ୍ରାଂଶ ଯୋଗାଇଦେବା ପାଇଁ ସରକାରଙ୍କ ଡାଇରେକ୍ଟ ବେନିଫିଟ୍‌ ସ୍କିମ୍‌ରେ ପଞ୍ଜୀକୃତ ହୋଇଥିଲା। ଦୁଇ ଜଣ ଡିଲରଙ୍କ ଜରୀଆରେ ଏହି ସଂସ୍ଥା ଷଡଯନ୍ତ୍ର କରି ନକଲି ବିଲ୍‌ ଓ ତଥ୍ୟ ଦେଇ ସବ୍‌ସିଡି ହଡ଼ପ୍‌ କରିଥିଲେ। ଯେଉଁଥିପାଇଁ ସେମାନଙ୍କୁ ଗିରଫ କରିଛି EOW।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!