Saturday, November 21, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପୋଲିସ ପଞ୍ଝାରେ ‘ମୋ ବସ୍‌’ ଲୁଟେରା ଗ୍ୟାଙ୍ଗ

by ସଞ୍ଜୟ ସ୍ୱାଇଁ
December 20, 2022
in Crime, State
ପୋଲିସ ପଞ୍ଝାରେ ‘ମୋ ବସ୍‌’ ଲୁଟେରା ଗ୍ୟାଙ୍ଗ
106
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ସ୍ପେଶାଲ ସ୍କ୍ୱାର୍ଡ ପଞ୍ଝାରେ ମୋ ବସ୍ ଲୁଟେରା ଗ୍ୟାଙ୍ଗ । ସାତ ଜଣ ଲୁଟେରାଙ୍କୁ କାବୁ କରିଛି କମିଶନରେଟ୍ ପୋଲିସର ସ୍ପେଶାଲ ସ୍କ୍ୱାର୍ଡ । ସେମାନଙ୍କ ନିକଟରୁ ୫୭ ହଜାର ଟଙ୍କା , ୯ଟି ମୋବାଇଲ୍ ଜବତ କରାଯାଇଛି । ଗିରଫ ଅଭିଯୁକ୍ତମାନେ କଟକ ଅଞ୍ଚଳର ବୋଲି ଜଣାପଡିଛି । ଖବର ଅନୁଯାୟୀ, କିଛି ଦିନ ହେବ ମୋ ବସ୍‌ରେ ଲୁଟ୍ ଘଟଣା ବଢିଚାଲିଥିଲା । ଯାହାକୁ ଦୃଷ୍ଟିରେ କମିଶନରେଟ୍ ପୋଲିସ ତତ୍ପର ହୋଇଉଠିଥିଲା । ଏହିକ୍ରମରେ ମଙ୍ଗଳବାର ଏକ ଲୁଟେରା ଗ୍ୟାଙ୍ଗକୁ କାବୁ କରିଛି କମିଶନରେଟ୍ ପୋଲିସ । ଗିରଫ ଅଭିଯୁକ୍ତମାନେ ଖଣ୍ଡଗିରି, ନୟାପଲ୍ଲୀ, ସହିଦ ନଗର, କ୍ୟାପିଟାଲ, ମଞ୍ଚେଶ୍ୱର ସହ କଟକ ଅଞ୍ଚଳରେ ଚାଲୁଥିବା ମୋ ବସ୍‌ରୁ ଲୁଟ୍ କରୁଥିଲେ । ଗିରଫ ଅଭିଯୁକ୍ତମାନେ କଟକ ଅଞ୍ଚଳର ବୋଲି ଜଣାପଡିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!