Saturday, November 21, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଏକ ବର୍ଷରେ ଗୋଲ ୧୩ କୋଟି

by ସଞ୍ଜୟ ସ୍ୱାଇଁ
December 30, 2022
in Crime, State
ଏକ ବର୍ଷରେ ଗୋଲ ୧୩ କୋଟି
114
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ମାତିଛନ୍ତି ସାଇବର ଅପରାଧୀ । ସାମ୍ନାକୁ ଆସିଲା ସାଇବର ଠକେଇର ବାର୍ଷିକ ରିପୋର୍ଟ । ୧୨ ମାସରେ ଗୋଲ୍ ହୋଇଛି ୧୩ କୋଟି ଟଙ୍କା । ସେଥିରୁ ୨ କୋଟି ୭୦ ଲକ୍ଷ ଫେରାଇ ଆଣିଛି ପୋଲିସ । ବର୍ଷକରେ ଆସିଛି ୩୮୧୧ ଟି ଅଭିଯୋଗ । ନାନା ରକମର ଥୋପ ପକାଇ ଚୂନ ଲଗାଛନ୍ତି ସାଇବର ଲୁଟେରା । କେତେବେଳେ କ୍ରେଡିଟ୍ କାର୍ଡ ତ କେତବେଳେ ଲୋନ୍ ଆପ, ପୁଣି ଆଉ କେତବେଳେ ଫୁଙ୍ଗୁଳା ଦେହ ଦେଖାଇ ଲୁଟ୍ । ୨୦୨୨ ମସିହାରେ ଲୋକଙ୍କ ନିଦ ହଜାଇ ଦେଇଛନ୍ତି ସାଇବର ଠକ । ସୋସିଆଲ ମିଡିଆ ଜରିଆରେ ବର୍ଷକରେ ୫୬୫ଟି ଫ୍ରଡ ହୋଇଥିବା ବେଳେ ୩୨୪୬ ଟି ହୋଇଛି ଫାଇନାନ୍ସସିଆଲ ଫ୍ରଡ । ବର୍ଷକରେ ୧୨ କୋଟି ୯୬ ଲକ୍ଷ ଟଙ୍କା ଠକ ଲୁଟିଥିବା ବେଳେ ୧ କୋଟି ୨୩ ଲକ୍ଷ ଟଙ୍କା ଠକେଇ ଶିକାର ବ୍ୟକ୍ତିକୁ ଫେରାଯାଇଛି । ଅନ୍ୟପଟେ ୧ କୋଟି ୪୬ ଲକ୍ଷ ଟଙ୍କା ବ୍ଲକ କରି ୩୮ ଜଣଙ୍କୁ ଗିରଫ କରିଛି ପୋଲିସ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!