Saturday, November 21, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନୟାଗଡ଼ର ବ୍ରାଉନସୁଗାର ବେପାରୀ ଏସଟିଏଫ ପଞ୍ଝାରେ

by ସଞ୍ଜୟ ସ୍ୱାଇଁ
January 9, 2023
in Crime, Nayagarh, State
ନୟାଗଡ଼ର ବ୍ରାଉନସୁଗାର ବେପାରୀ ଏସଟିଏଫ ପଞ୍ଝାରେ
476
VIEWS
Share on FacebookShare on Twitter

ଭୁବନେଶ୍ଵର, (ବାଘୁଆବାର୍ତ୍ତା): ଏସଟିଏଫ୍ ପଞ୍ଝାରେ ବ୍ରାଉନସୁଗର ବେପାରୀ। କୋଟିଏରୁ ଉର୍ଦ୍ଧ୍ଵ ଟଙ୍କାର ଧଳା ଜହର ଜବତ। ନୟାଗଡ ଜିଲ୍ଲା ଫତେଗଡ ଥାନା ପାର୍ଥପୁରରୁ ବ୍ରାଉନସୁଗର କାରବାର ହେଉଥିବା ଖବର ପାଇ ଏସଟିଏଫ୍ ଗ୍ରାହକ ବେସରେ ଚଢାଉ କରିଛି। ବ୍ରାଉନସୁଗର କାରବାର ହେଉଥିବା ଖବର ପାଇ ଫତେଗଡ଼ ଥାନା ଅନ୍ତର୍ଗତ କଣ୍ଟିଲୋ ନାରାୟଣୀ ପୀଠରେ ଏସଟିଏଫ୍ ଚଢାଉ କରିଛି। ଚଢାଉ ବେଳେ ୧ କେଜି ୧୯୦ ଗ୍ରାମର ବ୍ରାଉନସୁଗର ଜବତ ହୋଇଛି। ଏହା ସହ ଜଣେ ନିଶା ବେପାରୀଙ୍କୁ ଏସଟିଏଫ୍ ଗିରଫ କରିଛି। ଗିରଫ ହୋଇଥିବା ଅଭିଯୁକ୍ତ ଜଣଙ୍କ ହେଲେ କଣ୍ଟିଲୋ ଚମୁସାହି ପାଟଣାର ହର ପ୍ରସାଦ ପୃଷ୍ଟି। ୨୦୨୦ରୁ ଏସଟିଏଫ୍ ବିଭିନ୍ନ ସ୍ଥାନରେ ଚଢାଉ କରି ୬୮ କେଜି ବ୍ରାଉନସୁଗର, ୨୦୨ ଗ୍ରାମ କୋକେନ୍, ୧୧୧ ଗ୍ରାମର ଗଞ୍ଜେଇ, ୭୫୦ ଗ୍ରାମର ଅଫିମ ଜବତ କରିଛି। ଏହି ଅଭିଯୋଗରେ ୧୬୬ ଜଣ ନିଶା ବେପାରୀଙ୍କୁ ଗିରଫ କରିଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!