Saturday, November 21, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଖଣ୍ଡଗିରି ପୋଲିସକୁ ବଡ଼ ସଫଳତା

by ସଞ୍ଜୟ ସ୍ୱାଇଁ
January 28, 2023
in Crime, State
ଖଣ୍ଡଗିରି ପୋଲିସକୁ ବଡ଼ ସଫଳତା
222
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଖଣ୍ଡଗିରି ପୋଲିସକୁ ସଫଳତା । ମେଳା ପୂର୍ବରୁ ପଣ୍ଡ ହୋଇଛି ଡକାୟତି ଯୋଜନା । ୫ ପେସାଦାର ଅପରାଧୀ ଗିରଫ ହେବା ସହ ବିପୁଳ ପରିମାଣର ମାରଣାସ୍ତ୍ର ଜବତ କରିଛି ପୋଲିସ । ଖଣ୍ଡଗିରି ପୋଲିସ ରାତିରେ ପେଟ୍ରୋଲିଂ କରିବା ବେଳେ ଅଭିଯୁକ୍ତଙ୍କୁ ଗିରଫ କରିବାରେ ସକ୍ଷମ ହୋଇଛି । ଏହାସହ ସେମାନଙ୍କ ନିକଟରୁ ଖଣ୍ଡା ମୋବାଇଲ ସହ ଦୁଇ ବାଇକ ଜବତ ହୋଇଛି । ଲଙ୍କା ଗୁଣ୍ଡ ସହ ୭ ଚୋରୀ ମୋବାଇଲ ବି ଉଦ୍ଧାର ହୋଇଛି । ଅଭିଯୁକ୍ତଙ୍କ ନାମ ଦେବଜ୍ୟୋତି ନାୟକ, ଅମିତ କୁମାର ନାୟକ, ରଞ୍ଜନ କୁମାର ନାୟକ, ରାଜା ନାୟକ, ସେକ ସତର ଅମିତ ନାରେ ରହିଛି ବିଭିନ୍ନ ଥାନାରେ ୧୦ ମାମଲା ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!