Sunday, July 26, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଯୁବକଙ୍କ ପେଟରେ ଲୁହା ରଡ୍‌ ପୁରାଇ ହତ୍ୟା ଉଦ୍ୟମ କରିବା ଅଭିଯୋଗରେ ପୁଲିସ ଜଣକୁ ଗିରଫ କରିଛି

by ସଞ୍ଜୟ ସ୍ୱାଇଁ
September 6, 2021
in Crime, State
ଯୁବକଙ୍କ ପେଟରେ ଲୁହା ରଡ୍‌ ପୁରାଇ ହତ୍ୟା ଉଦ୍ୟମ କରିବା ଅଭିଯୋଗରେ ପୁଲିସ ଜଣକୁ ଗିରଫ କରିଛି
98
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଖାରବେଳନଗର ଥାନା ଅନ୍ତର୍ଗତ ସତ୍ୟନଗରରେ ଜଣେ ଯୁବକଙ୍କ ପେଟରେ ଲୁହା ରଡ୍‌ ପୁରାଇ ହତ୍ୟା ଉଦ୍ୟମ କରିବା ଅଭିଯୋଗରେ ପୁଲିସ ଜଣକୁ ଗିରଫ କରିଛି । ତାଙ୍କ ନାମ ରାମଚନ୍ଦ୍ର ପୃଷ୍ଟି(୫୩) । ଘର ସତ୍ୟନଗର ପିଏଚ୍‌ଡି କଲୋନୀ । ସତ୍ୟନଗର କ୍ୱାର୍ଟର୍ର ନଂ-ଏଲ୍‌ଜି/୩୫ରେ ରହୁଥିବା ଅଭିମନ୍ୟୁ ମହାପାତ୍ର ବିଗ୍‌ ବଜାର ନିକଟରେ ଏକ ଗ୍ରୋସରୀ ଦୋକାନ କରିଛନ୍ତି । ଗତକାଲି ପୂର୍ବାହ୍ନରେ ରାମଚନ୍ଦ୍ର ନିଶାଶକ୍ତ ଅବସ୍ଥାରେ ତାଙ୍କ ଦୋକାନ ସମ୍ମୁଖରେ ଗାଳିଗୁଲଜ କରୁଥିଲେ । ଅଭିମନ୍ୟୁ ତାଙ୍କୁ ବାରଣ କରି ସେଠାରୁ ବିଦା କରି ଦେଇଥିଲେ । ସନ୍ଧ୍ୟାରେ ରାମଚନ୍ଦ୍ର ସେଠାରେ ପହଞ୍ଚି ପୁଣି ତାଙ୍କୁ ଗାଳିଗୁଲଜ କରିଥିଲେ । ଅଭିମନ୍ୟୁ ପ୍ରତିବାଦ କରିବାରୁ ରାମଚନ୍ଦ୍ର ଏକ ଲୁହା ରଡ୍‌ରେ ତାଙ୍କ ପେଟକୁ ଭୁସି ଦେଇଥିଲେ । ଖବରପାଇ ଖାରବେଳନଗର ଥାନା ପୁଲିସ ପହଞ୍ଚି ଅଭିମନ୍ୟୁଙ୍କୁ ହସ୍ପିଟାଲ ପଠାଇଥିଲା । ତାଙ୍କ ଅଭିଯୋଗକୁ ଭିତ୍ତିକରି ପୁଲିସ ଏକ ହତ୍ୟା ଉଦ୍ୟମ ମାମଲା ରୁଜୁ କରିଥିଲା । ରାମଚନ୍ଦ୍ରଙ୍କୁ ପୁଲିସ ଗିରଫ କରି କୋର୍ଟ ଚାଲାଣ କରଛି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!