Saturday, November 21, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନୀଳମାଧବ ବସରେ ଗଞ୍ଜେଇ ଚାଲାଣ, କଲେଜ ଛାତ୍ର ସାମିଲ, ବାନ୍ଧିଲା ଅବକାରୀ ବିଭାଗ

by ସଞ୍ଜୟ ସ୍ୱାଇଁ
March 14, 2023
in Crime, State
ନୀଳମାଧବ ବସରେ ଗଞ୍ଜେଇ ଚାଲାଣ, କଲେଜ ଛାତ୍ର ସାମିଲ, ବାନ୍ଧିଲା ଅବକାରୀ ବିଭାଗ
229
VIEWS
Share on FacebookShare on Twitter

ଦେବଗଡ଼, (ବାଘୁଆବାର୍ତ୍ତା): ବସ୍‌ରୁ ଗଞ୍ଜେଇ ଜବତ । ଦେବଗଡ଼ ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ଏକ ବେସରକାରୀ ବସ୍‌ରେ ଚଢାଉ କରାଯାଇ ୧୭ କେଜି ଗଞ୍ଜେଇ ଜବତ ହୋଇଛି । ଏହାସହ ଚାରିଜଣଙ୍କୁ ଗିରଫ କରିଛି ଅବକାରୀ ବିଭାଗ । ସମ୍ବଲପୁରରୁ ବାରିପଦା ଯାଉଥିବା ନୀଳମାଧବ ବସ୍‌ରେ ବେଆଇନ୍ ଭାବେ ଗଞ୍ଜେଇ ଚୋରା ଚାଲାଣ ହେଉଥିବା ଅବକାରୀ ବିଭାଗ ନିକଟରେ ସୂଚନା ମିଳିଥିଲା । ମିଳିଥିବା ତଥ୍ୟକୁ ଆଧାର କରି ଅବକାରୀ ସବ ଇନ୍ସପେକ୍ଟର ଚନ୍ଦ୍ର ଶେଖର ପଢିଆରୀଙ୍କ ନେତୃତ୍ଵରେ ବସକୁ ଯାଞ୍ଚ କରାଯାଇଥିଲେ। ଯାଞ୍ଚ ସମୟରେ ବସରେ ଥିବା ଏକ ବ୍ୟାଗରୁ ୧୭ ପ୍ୟାକେଟ୍ ଗଞ୍ଜେଇ ମିଳିଥିଲା । ସେହି ଗଞ୍ଜେଇକୁ ନେଇ ଯାଉଥିବା ଚାରିଜଣ ଯୁବକଙ୍କୁ ଅବକାରୀ ବିଭାଗ ପକ୍ଷରୁ ଗିରଫ କରାଯାଇଛି । ତେବେ ଗିରଫ ହୋଇଥିବା ଅଭିଯୁକ୍ତମାନେ ସୋନପୁର ଜିଲ୍ଲା ଉଲୁଣ୍ଡା ବ୍ଲକ ଅଞ୍ଚଳର ବିଭିନ୍ନ ଗ୍ରାମର ବାସିନ୍ଦା ବୋଲି ଜଣାପଡିଛି । ଗିରଫ ଯୁବକ ମାନଙ୍କ ମଧ୍ୟରେ ଜଣେ କଲେଜ ଛାତ୍ର ରହିଥିବା ଜଣାପଡିଛି । ଗିରଫ ଯୁବକ ମାନଙ୍କୁ କିଏ ଗଞ୍ଜେଇ ଦେଇ ପଠାଉଥିଲା । ସେନେଇ ଅବକାରୀ ବିଭାଗ ପକ୍ଷରୁ ତଦନ୍ତ କରାଯାଉଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!