Saturday, November 21, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନୟାଗଡ଼ରେ ଗଞ୍ଜାମ ପୁଲିସ, ଦେଶୀ ବନ୍ଧୁକ ଜବତ, ଜଣେ ଗିରଫ

by ସଞ୍ଜୟ ସ୍ୱାଇଁ
March 14, 2023
in Crime, State
ନୟାଗଡ଼ରେ ଗଞ୍ଜାମ ପୁଲିସ, ଦେଶୀ ବନ୍ଧୁକ ଜବତ, ଜଣେ ଗିରଫ
301
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ନୟାଗଡ଼ ଜିଲ୍ଲା ଓଡ଼ଗାଁ ଆଦର୍ଶ ଥାନା ବାହାଡ଼ଝୋଲା ଫାଣ୍ଡି ଅଞ୍ଚଳରୁ ଏକ ବେଆଇନ ବନ୍ଧୁକ କାରଖାନା ଠାବ ହୋଇଛି।ଘଟଣାସ୍ଥଳରୁ ୪ଟି ଦେଶୀ ବନ୍ଧୁକ ଜବତ ହୋଇଥିବା ବେଳେ ପୁଲିସ ଜଣଙ୍କୁ ଗିରଫ କରିଥିବା ଜଣାପଡ଼ିଛି। ଓଡ଼ଗାଁ ଥାନା ଅନ୍ତର୍ଗତ ବାହାଡ଼ା ଝୋଲା ଫାଣ୍ଡି ଅଧିନସ୍ଥ ଡିମିରିପଲ୍ଲୀ ଅଞ୍ଚଳରେ ଦୀର୍ଘଦିନ ଧରି ବେଆଇନ ବନ୍ଧୁକ କାରବାର ହୋଇ ଆସୁଥିଲା। ଚଢ଼ାଉରେ ୪ଟି ଦେଶୀ ବନ୍ଧୁକ ସମେତ ବନ୍ଧୁକ ନିର୍ମାଣ ଆବଶ୍ୟକ ସରଞ୍ଜାମ ମଧ୍ୟ ଜବତ ହୋଇଛି। ଘଟଣାରେ ଜଗନ୍ନାଥପ୍ରସାଦ ପୁଲିସ ରାମ ମଲ୍ଲିକଙ୍କ ପୁଅ ମୋହନ ମଲ୍ଲିକଙ୍କୁ ଗିରଫ କରିଥିବା ଜଣାପଡିଛି। ଚଢ଼ାଉରେ ଜଗନ୍ନାଥପ୍ରସାଦ ଥାନାଧିକାରୀ ଦିଲୀପ କୁମାର ସ୍ବାଇଁଙ୍କ ସମେତ ଅନ୍ୟ କର୍ମଚାରୀ ସାମିଲ ଥିଲେ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!