Saturday, November 21, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବଡ ଦାଣ୍ଡରେ ଲହୁ ଲୁହାଣ

by ସଞ୍ଜୟ ସ୍ୱାଇଁ
March 18, 2023
in Crime, State
ବଡ ଦାଣ୍ଡରେ ଲହୁ ଲୁହାଣ
52
VIEWS
Share on FacebookShare on Twitter

ପୁରୀ, (ବାଘୁଆବାର୍ତ୍ତା): ଶନିବାର ସକାଳେ ପୁରୀ ବଡଦାଣ୍ଡରେ ଲହୁଲୁହାଣ ପରିସ୍ଥିତି ହୋଇଥିଲା । ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ୩ ଜଣ ଯୁବକଙ୍କ ଉପରେ ମରଣାନ୍ତକ ଆକ୍ରମଣ ହୋଇଥିଲା । ବାଦାଦନ୍ଦା ବଜାରର ଖଦିପଡା ମେଲାନାରେ ହୋଇଥିବା ଆକ୍ରମଣରେ ପ୍ରାୟ ତିନି ଜଣ ଆହତ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ଦୁଇଜଣ ଗୁରୁତର ଆହତ ହୋଇଛନ୍ତି। ଦୁଇଜଣ ଗୁରୁତର ଆହତ ବ୍ୟକ୍ତିଙ୍କୁ ସ୍ୱାସ୍ଥ୍ୟ ଅବସ୍ଥା ଖରାପ ଥିବାରୁ କଟକ ଏସସିବି ମେଡିକାଲକୁ ସ୍ଥାନାନ୍ତର କରାଯାଇଥିଲା। ଶୁକ୍ରବାର ବିଳମ୍ବିତ ରାତିରେ ପର‌୍ୟ୍ୟଟକ ସହର ପୁରୀରେ ଦୁଇ ଗୋଷ୍ଠୀ ଜୁଆ ଖେଳକୁ ନେଇ ମୁହାଁମୁହିଁ ହୋଇଥିଲେ । ସକାଳ ୬ଟା ବେଳେ ସମୀର ଦାସ, ହୃଷିକେଶ ପଣ୍ଡା ଓ ଖଗେଶ୍ୱର ସାହୁ ମାର୍କେଟ ଛକରେ ଚା’ ପିଉଥିବା ବେଳେ ହଠାତ୍ ୧୮ ଜଣ ଯୁବକ ମୋଟର ସାଇକେଲରେ ଆସି ସେମାନଙ୍କୁ ଖଣ୍ଡାରେ ଅତର୍କିତ ଆକ୍ରମଣ କରିଥିଲେ। ଏହି ମାମଲାରେ ପୁଲିସ ୨ ଜଣଙ୍କୁ ଅଟକ ରଖି ପଚରାଉଚରା ଚଳାଇଛି । ଏହାର ଯଦିଓ ଘଟଣାର ପ୍ରକୃତ କାରଣ ଏପର‌୍ୟ୍ୟରନ୍ତ ଜଣା ପଡିନାହିଁ, ସନ୍ଦେହ କରାଯାଉଛି ଯେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଏଡି ଅଘଟଣ ଘଟିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!