Saturday, November 21, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବଧୂହତ୍ୟା ମାମଲାର ଅଭିଯୁକ୍ତ ସ୍ୱାମୀ ଓ ଶାଶୁଙ୍କୁ ଆଜୀବନ କାରାଦଣ୍ଡ

by ସଞ୍ଜୟ ସ୍ୱାଇଁ
March 21, 2023
in Crime, State
ବଧୂହତ୍ୟା ମାମଲାର ଅଭିଯୁକ୍ତ ସ୍ୱାମୀ ଓ ଶାଶୁଙ୍କୁ ଆଜୀବନ କାରାଦଣ୍ଡ
81
VIEWS
Share on FacebookShare on Twitter

ଯାଜପୁର ରୋଡ, (ବାଘୁଆବାର୍ତ୍ତା): ଗତ ୨୦୧୯ ମସିହାରେ କୋରାଇ ଥାନା ଜଳନ୍ଦା ଗ୍ରାମରେ ଘଟିଥିବା ଏକ ବଧୂହତ୍ୟା ମାମଲାର ଶୁଣାଣି କରି ଅଭିଯୁକ୍ତ ସ୍ୱାମୀ ଓ ଶାଶୁଙ୍କୁ ଆଜୀବନ କାରାଦଣ୍ଡ ଘୋଷଣା କରାଯାଇଛି। ଏହା ସହିତ ସେମାନଙ୍କୁ ୧୦ ହଜାର ଟଙ୍କା ଜୋରିମାନା ଦେବାକୁ କୁହାଯାଇଛି। ଦୁଇ ଅପରାଧିଙ୍କ ପରିଚୟ ସ୍ୱାମୀ ସୁରେଶ ସାହୁ ଓ ଶାଶୁ ଚଞ୍ଚଳା ସାହୁ। ଯାଜପୁର ରୋଡ଼ ଅତିରିକ୍ତ ଜିଲ୍ଲା ଓ ଦୌରାଜଜ ଏହି ହତ୍ୟାମାମଲାର ବିଚାର କରି ଏପରି ରାୟ ଦେଇଛନ୍ତି। ଖବର ଅନୁସାରେ, ଭଦ୍ରକ ଜିଲ୍ଲା ଭଣ୍ଡାରୀପୋଖରୀ ଅଞ୍ଚଳର ବିଳାସ ଚନ୍ଦ୍ର ଦାସଙ୍କ ଝିଅ ଲିପ୍ସିତା ଦାସ କୋରାଇ ଥାନା ଜଳନ୍ଦା ଗ୍ରାମର ସୁରେଶ ସାହୁଙ୍କୁ ବୈଦିକ ରୀତିରେ ବିବାହ କରିଥିଲେ। କିନ୍ତୁ ଗତ ୨୦୧୯ ଅକ୍ଟୋବର ୨୩ ରେ ଲିପ୍ସିତାଙ୍କୁ ଶାଶୂଘର ଲୋକେ ଯୌତୁକ ପାଇଁ ପୋଡ଼ି ମାରି ଦେଇଥିଲେ ବୋୱି କୋରାଇ ଥାନାରେ ଅଭିଯୋଗ ହୋଇଥିଲା। ଫଳରେ ଏଥିରେ ସମ୍ପୃକ୍ତ ଥିବା ସ୍ୱାମୀ ଓ ଶାଶୁଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା। ତେବ ସୋମବାର ଏହି ମାମଲାର ଶୁଣାଣି କରି ଉଭୟ ସ୍ୱାମୀ ଓ ଶାଶୁଙ୍କୁ ଆଜୀବନ କାରାଦଣ୍ଡ ସହ ୧୦ ହଜାର ଟଙ୍କା ଅର୍ଥଦଣ୍ଡରେ କୋର୍ଟ ଦଣ୍ଡିତ କରିଛନ୍ତ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!