Saturday, November 21, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପେଟ୍ରୋଲ ଭରିବାକୁ ଆସି ପେଟ୍ରୋଲ ପମ୍ପରେ କର୍ମଚାରୀଙ୍କୁ ମରଣାନ୍ତକ ଆକ୍ରମଣ, ୩ ଗିରଫ

by ସଞ୍ଜୟ ସ୍ୱାଇଁ
March 21, 2023
in Crime, State
ପେଟ୍ରୋଲ ଭରିବାକୁ ଆସି ପେଟ୍ରୋଲ ପମ୍ପରେ କର୍ମଚାରୀଙ୍କୁ ମରଣାନ୍ତକ ଆକ୍ରମଣ, ୩ ଗିରଫ
27
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ବାଇକ୍‌ରେ ପେଟ୍ରୋଲ ଭରିବାକୁ ଆସି କଳ୍ପନା ପେଟ୍ରୋଲ ପମ୍ପରେ କର୍ମଚାରୀଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି। ଏହି ଆକ୍ରମଣରେ ଜଣେ ଆହତ ହୋଇଥିବା ବେଳେ ୩ କର୍ମଚାରୀ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ଘଟଣାରେ ପୁଲିସ ୩ ଜଣଙ୍କୁ ଗିରଫ କରିଛି। ମିଳିଥିବା ସୂଚନା ଅନୁସାରେ, ସନ୍ଧ୍ୟା ୫.୩୦ ମିନିଟ୍‌ରେ କଳ୍ପନା ପେଟ୍ରୋଲ ପମ୍ପକୁ ତେଲ ପକାଇବାକୁ ଆସିଥିଲେ ୩ ଦୁର୍ବୃତ୍ତ। ହେଲେ କର୍ମଚାରୀ ଭୁଲ ବଶତଃ ଅଧିକ ତେଲ ପକାଇ ଦେଇଥିଲେ। ଏହାପରେ ଦୁର୍ବୃତ୍ତମାନେ ପେଟ୍ରୋଲ ପମ୍ପ କର୍ମଚାରୀଙ୍କ ସହ ଯୁକ୍ତି ତର୍କ କରିବା ଆରମ୍ଭ କରିଦେଇଥିଲେ। କାହିଁକି ଅଧିକ ତେଲ ପକାଇଲ ବୋଲି କହି କ୍ରର୍ମଚାରୀଙ୍କୁ ଫାର୍ସାରେ ଚୋଟ ମାରିଥିଲେ। ଏହାପରେ କୌଶଳ କ୍ରମେ ୩ ଆକ୍ରମଣକାରୀଙ୍କୁ କାବୁ କରିଥିରେ ପେଟ୍ରୋଲ ପମ୍ପ କର୍ମଚାରୀ। ଅଭିଯୁକ୍ତମାନଙ୍କୁ ବଡଗଡ ପୋଲିସ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ସତ୍ୟନଗର ଦୁର୍ଗାମଣ୍ଡପ ବସ୍ତିର ମାନସ ବାରିକ,ବିକ୍ରମ ଦାସ ଓ ଚିନ୍ମୟ ଖୁଣ୍ଟିଆ ଆକ୍ରମଣରେ ପେଟ୍ରୋଲ ପମ୍ପ କର୍ମଚାରୀ ପ୍ରସନ୍ନ ବିଶ୍ୱାଳ ଆହତ ହୋଇଥିଲେ। ଏହାପରେ ତାଙ୍କୁ କ୍ୟାପିଟାଲ ମେଡିକାଲରେ ଭର୍ତ୍ତି କରାଯାଇଛି। ସେଠାରେ ତାଙ୍କର ଚିକିତ୍ସା ଚାଲିଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!