Saturday, November 21, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସ୍ତ୍ରୀ କୁ ମାରି ସ୍ୱାମୀ କଲା ଆତ୍ମହତ୍ୟା

by ସଞ୍ଜୟ ସ୍ୱାଇଁ
March 22, 2023
in Crime, State
ସ୍ତ୍ରୀ କୁ ମାରି ସ୍ୱାମୀ କଲା ଆତ୍ମହତ୍ୟା
35
VIEWS
Share on FacebookShare on Twitter

ସୁନ୍ଦରଗଡ଼, (ବାଘୁଆବାର୍ତ୍ତା): ସୁନ୍ଦରଗଡ଼ ତଲସରା ଥାନା ଡମକୁଡ଼ା ଗାଁରେ ଅଭାବନୀୟ ଘଟଣା । ସ୍ତ୍ରୀକୁ ତଣ୍ଟି ଚିପି ହତ୍ୟା କଲା ସ୍ୱାମୀ । ପରେ ନିଜେ ରଶି ଲଗାଇ ଆତ୍ମହତ୍ୟା କରିଦେଲା । ଘଟଣାସ୍ଥଳରେ ପୋଲିସ ପହଞ୍ଚି ମୃତଦେହକୁ ଜବତ କରିବା ସହ ତଦନ୍ତ ଆରମ୍ଭ କରିଛି । ଡମକୁଡ଼ା ଗାଁର ହେମନ୍ତ ଦଣ୍ଡସେନା ଓ ତା ସ୍ତ୍ରୀ ବର୍ଷେ ପୂର୍ବେ ବିବାହ କରିଥିଲେ । ହେମନ୍ତ ଗୋଆକୁ କାମ କର କରିବାକୁ ଯାଇ ହୋଲି ସମୟରେ ଘରକୁ ଫେରିଥିଲେ । ଘରେ ସ୍ତ୍ରୀ ଶାଶୁ ଏବଂ ନଣନ୍ଦଙ୍କ ସହିତ ରହୁଥିଲା । ହେମନ୍ତ ଘରକୁ ଫେରିବା ପରେ ସ୍ବାମୀ ସ୍ତ୍ରୀ ପରିବାର ଠାରୁ ଅଲଗା ହୋଇ ରହୁଥିଲେ। ମଙ୍ଗଳବାର କୌଣସି କଥାକୁ ନେଇ ଉଭୟଙ୍କ ମଧ୍ୟରେ ଝଗଡ଼ା ହୋଇଥିଲା । ଏଥିରେ ହେମନ୍ତ ରାଗି ଯାଇ ସ୍ତ୍ରୀଙ୍କ ତଣ୍ଟି ଚିପି ହତ୍ୟା କରିଛି । ପରେ ନିଜେ ବେକରେ ରଶି ଲଗାଇ ଆତ୍ମହତ୍ୟା କରିଛି । ସେପଟେ ପୋଲିସ ଖବର ପାଇ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରିଛି । ଘଟଣାରେ ଅଧିକ ତଦନ୍ତ ପାଇଁ ପୋଲିସ ସାଇଣ୍ଟିଫିକ୍ ଟିମ୍‌ର ସହଯୋଗ ନେଇପାରେ ବୋଲି ସୂଚନା ମିଳିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!