Saturday, November 21, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କଳା ପଲ୍‌ସର ଆତଙ୍କ, ଲୁଟି ନେଲେ ୨ ଲକ୍ଷ

by ସଞ୍ଜୟ ସ୍ୱାଇଁ
March 24, 2023
in Crime, State
କଳା ପଲ୍‌ସର ଆତଙ୍କ, ଲୁଟି ନେଲେ ୨ ଲକ୍ଷ
39
VIEWS
Share on FacebookShare on Twitter

କାମାକ୍ଷାନଗର, (ବାଘୁଆବାର୍ତ୍ତା): ମାରଣାସ୍ତ୍ର ଦେଖାଇ ଟଙ୍କା ଲୁଟ୍ । କାମାକ୍ଷାନଗରରେ ଗ୍ରାହକ ସେବାକେନ୍ଦ୍ର ମାଲିକଙ୍କଠାରୁ ଲୁଟ୍ ହୋଇଛି । ଘଟଣାସ୍ଥଳରେ କଙ୍କଡାହାଡ ପୋଲିସର ତଦନ୍ତ ଜାରି । ଢେଙ୍କାନାଳ ଜିଲ୍ଲା ସଶାପଷି ତାରିଣୀ ମନ୍ଦିର ନିକଟରୁ ଲୁଟ୍ ହୋଇଛି । ମାରଣାସ୍ତ୍ର ଦେଖାଇ ଗ୍ରାହକ ସେବାକେନ୍ଦ୍ର ମାଲିକ ରଶ୍ମୀରଞ୍ଜନ ପଣ୍ଡାଙ୍କଠାରୁ ଲୁଟ୍ ହୋଇଛି । ୨ ଲକ୍ଷ ୧୭ ହଜାର ଟଙ୍କା ଲୁଟି ନେଇ ଦୁର୍ବୃତ୍ତ ଫେରାର ହୋଇଯାଇଛନ୍ତି । ତେବେ ଘରୁ ଟଙ୍କା ନେଇ କଙ୍କଡାହାଡ ସ୍ଥିତ ନିଜ ଗ୍ରାହକ ସେବାକେନ୍ଦ୍ରକୁ ଯାଉଥିବା ବେଳେ ଲୁଟ୍‌ର ଶିକାର ହୋଇଥିଲେ ରଶ୍ମୀରଞ୍ଜନ । କଳା ରଙ୍ଗର ପଲସର ଗାଡିରେ ଦୁଇ ଜଣ ଦୁର୍ବୃତ୍ତ ଆସିଥିଲେ । ଘଟଣାସ୍ଥଳରେ କଙ୍କଡାହାଡ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!