Saturday, November 21, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସ୍ତ୍ରୀକୁ ହତ୍ୟା କରି ଆତ୍ମହତ୍ୟା କଲା ସ୍ୱାମୀ

by ସଞ୍ଜୟ ସ୍ୱାଇଁ
March 28, 2023
in Crime, State
ସ୍ତ୍ରୀକୁ ହତ୍ୟା କରି ଆତ୍ମହତ୍ୟା କଲା ସ୍ୱାମୀ

Young female arguing husband shadow, relations difficulties, couple conflict

56
VIEWS
Share on FacebookShare on Twitter

ମାଣତ୍ରୀ, (ବାଘୁଆବାର୍ତ୍ତା): ମୟୁରଭଞ୍ଜ ଜିଲ୍ଲା ବଡ଼ସାହି ଥାନା ଅଧିନସ୍ଥ ଛେଳିଆ-ବି ଗ୍ରାମରେ ମଙ୍ଗଳବାର ଏକ ବଡ଼ ଧରଣର ଅଘଟଣ ଘଟିଯାଇଛି । ସ୍ତ୍ରୀକୁ ଧାରୁଆ ଅସ୍ତ୍ରରେ ହାଣିଲା ସ୍ବାମୀ । ପରେ ନିଜେ ବିଷ ପିଇ ଆତ୍ମହତ୍ୟା କରିଥିବା ଜଣାପଡ଼ିଛି । ପ୍ରଶାନ୍ତ ବେହେରା ମାନସିକ ବିକାର ଗ୍ରସ୍ତ ହୋଇ ପ୍ରଥମେ ସ୍ତ୍ରୀ ମିନତୀଙ୍କୁ ଏକ ଧାରୁଆ ଅସ୍ତ୍ରରେ ହାଣିଥିଲେ ଓ ପରେ ସ୍ୱାମୀ ପ୍ରଶାନ୍ତ ବିଷ ପିଇ ଆତ୍ମହତ୍ୟା କରିଛନ୍ତି । ଆହତ ସ୍ତ୍ରୀଙ୍କୁ ବଡ଼ସାହି ଗୋଷ୍ଠି ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇ ଚିକିତ୍ସା କରାଯାଉଛି । ସେହିପରି ମୃତ ପ୍ରଶାନ୍ତଙ୍କ ମୃତଦେହକୁ ବଡ଼ସାହି ପୁଲିସ ଜବତ କରି ଏକ ଅପମତ୍ୟୁ ମାମଲା ରୁଜୁ କରି ବ୍ୟବଚ୍ଛେଦ ପାଇଁ ବାରିପଦା ପଠାଇଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!