Friday, November 20, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନାବାଳିକାକୁ ଦୁଷ୍କର୍ମ, ପ୍ରଧାନ ଶିକ୍ଷକଙ୍କୁ ୧୦ ବର୍ଷ ଜେଲ

by ସଞ୍ଜୟ ସ୍ୱାଇଁ
April 5, 2023
in Crime, State
ନାବାଳିକାକୁ ଦୁଷ୍କର୍ମ, ପ୍ରଧାନ ଶିକ୍ଷକଙ୍କୁ ୧୦ ବର୍ଷ ଜେଲ
53
VIEWS
Share on FacebookShare on Twitter

ସୁନ୍ଦରଗଡ, (ବାଘୁଆବାର୍ତ୍ତା): ପୂର୍ବତନ ପ୍ରଧାନ ଶିକ୍ଷକଙ୍କୁ ୧୦ ବର୍ଷ ଜେଲ୍ ଦଣ୍ଡାଦେଶ । ସୁନ୍ଦରଗଡ ଲେଫ୍ରିପଡା ବ୍ଲକ ରାଏଡିହି ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଦେବାନନ୍ଦ ପଟେଲ । ଗତ ୨୦୧୫ ମସିହାରେ ବିଦ୍ୟାଳୟରେ ନାବାଳିକା ଛାତ୍ରୀଙ୍କୁ ଦୁଷ୍କର୍ମ ନେଇ ଅଭିଯୋଗ ହୋଇଥିଲା । ସୁନ୍ଦରଗଡ ପୋକ୍ସୋ କୋର୍ଟ ଏହି ମାମଲାର ବିଚାର କରି ଅଭିଯୁକ୍ତ ପୂର୍ବତନ ପ୍ରଧାନ ଶିକ୍ଷକକୁ ୧୦ବର୍ଷ ଜେଲ୍ ଦଣ୍ଡାଦେଶ ଶୁଣାଇଛନ୍ତି । ଏହାସହ ୪୭ ହଜାର ଟଙ୍କା ଜରିମାନା ନିର୍ଦ୍ଦେଶ ଦେଇଛନ୍ତି । ଜରିମାନା ଅନାଦେୟ ଅଧିକ ୬ ମାସ ଜେଲ୍ ଦଣ୍ଡାଦେଶ ଶୁଣାଇବା ସହ ନାବାଳିକାଙ୍କୁ ୫ ଲକ୍ଷ ଟଙ୍କା କ୍ଷତିପୂରଣ ଦେବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!