Thursday, July 30, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପିକଅପ୍ ଭ୍ୟାନରୁ ୩୨୦ କେଜି ଗଞ୍ଜେଇ ଜବତ ସହ ଡ୍ରାଇଭରକୁ ଗିରଫ କରିଛି ପୋଲିସ

by ସଞ୍ଜୟ ସ୍ୱାଇଁ
September 10, 2021
in Crime, State
ପିକଅପ୍ ଭ୍ୟାନରୁ ୩୨୦ କେଜି ଗଞ୍ଜେଇ ଜବତ ସହ ଡ୍ରାଇଭରକୁ ଗିରଫ କରିଛି ପୋଲିସ
101
VIEWS
Share on FacebookShare on Twitter

ଭଞ୍ଜନଗର, (ବାଘୁଆବାର୍ତ୍ତା): ଜବତ ହେଲା ୩୨୦ କେଜି ଗଞ୍ଜେଇ ଜବତ । ଗଞ୍ଜାମ ଜିଲ୍ଲା ବଡ଼ଗଡ଼ ଥାନା ପୋଲିସର ବଡ଼ଗଡ଼-ମୋହନା ରାସ୍ତା ଡାଳଖାଇ ନିକଟରେ ଗଞ୍ଜେଇ ଜବତ ହୋଇଛି । ଏହି ରାସ୍ତାରେ ବ୍ଲକିଂ କରୁଥିବାବେଳେ ମୋହନା ରାସ୍ତାରୁ ଆସୁଥିବା ଏକ ପିକଅପ୍ ଭ୍ୟାନକୁ ଅଟକାଇ ଚେକିଂ କଲାବେଳେ ୧୨ଟି ପ୍ୟାକେଟରୁ ୩୨୦ କେଜି ଗଞ୍ଜେଇ ଜବତ କରିଛି ପୋଲିସ । ପିକଅପ୍ ଭ୍ୟାନ୍ ସହ ଡ୍ରାଇଭରକୁ ଗିରଫ କରିଛି ପୋଲିସ । ଗିରଫ ଜଣଙ୍କ ହେଲେ ଗଜପତି ଜିଲ୍ଲା ଆର. ଉଦୟଗିରି ଥାନା କେଡିପଦର ଗ୍ରାମର ଥୋମାସ ପୂଜାରୀ । ଜବତ ଭ୍ୟାନଟି ଆନ୍ଧ୍ରପ୍ରଦେଶ ଅଞ୍ଚଳର ରେଜିଷ୍ଟ୍ରେସନ ନମ୍ବର ଥିବାବେଳେ ଗଜପତି ଜିଲ୍ଲା ମୋହନା ଅଂଚଳରୁ ଗଞ୍ଜାମ ଜିଲ୍ଲାକୁ ଚାଲାଣ ହେଉଥିବା ପୋଲିସ ତଦନ୍ତରୁ ଜଣାପଡିଛି । ଜବତ ଗଂଜେଇ ୧୨ଟି ପ୍ୟାକେଟ୍ ୩୨୦ କେଜି ହୋଇଥିବା ବେଳେ ଆନୁମାନିକ ମୂଲ୍ୟ ୮୦ ଲକ୍ଷ ଟଙ୍କା ବୋଲି ଆସିକା ଏସଡିପିଓ ସୂଚନା ଦେଇଛନ୍ତି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!