Thursday, July 30, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ମନ୍ଦିରରୁ ବିପୁଳ ପରିମାଣର ଟଙ୍କା ଓ ଅଳଙ୍କାର ଚୋରି ହୋଇଥିବା ଅଭିଯୋଗ

by ସଞ୍ଜୟ ସ୍ୱାଇଁ
September 10, 2021
in Crime, State
ମନ୍ଦିରରୁ ବିପୁଳ ପରିମାଣର ଟଙ୍କା ଓ ଅଳଙ୍କାର ଚୋରି ହୋଇଥିବା ଅଭିଯୋଗ
47
VIEWS
Share on FacebookShare on Twitter

କଣ୍ଟାବାଞ୍ଜି, (ବାଘୁଆବାର୍ତ୍ତା): ଆସନ୍ତାକାଲି ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ। ହେଲେ ଏହା ପୂର୍ବରୁ ବଲାଙ୍ଗିର ଜିଲ୍ଲା କଣ୍ଟାବାଞ୍ଜି ଥାନା ସିଙ୍ଗଳପଡା ସ୍ଥିତ ଶ୍ୟାମ କାଳି ମନ୍ଦିରରୁ ବିପୁଳ ପରିମାଣର ଟଙ୍କା ଓ ଅଳଙ୍କାର ଚୋରି ହୋଇଥିବା ଅଭିଯୋଗ ଆସିଛି। ଗୁରୁବାର ବିଳମ୍ବିତ ମନ୍ଦିରରୁ ରାତିରେ ସୁନା ପଦକ, ରୁପାର ପାଉଁଜି, ରୁପାର ଖଡୁ ଓ ଲକ୍ଷାଧିକ ଟଙ୍କା ଥିବା ଦାନ ବାକ୍ସ ଚୋରି ହୋଇଥିବା ନେଇ ଅଭିଯୋଗ ହୋଇଛି। ଏ ନେଇ ମନ୍ଦିରର ପୂଜକ କଣ୍ଟାବାଞ୍ଜି ଥାନାରେ ଅଭିଯୋଗ କରିଛନ୍ତି। ଘଟଣା ସ୍ଥଳରେ ସାଇଣ୍ଟିଫିକ ଟିମ୍ ଓ କଣ୍ଟାବାଞ୍ଜି ପୁଲିସ ପହଞ୍ଚି ତଦନ୍ତ ଚଳାଇଥିବା ଜଣାପଡିଛି। ଅଭିଯୋଗ ଅନୁସାରେ ଆସନ୍ତା କାଲି ନୂଆଁଖାଇ ପର୍ବ ଥିବାରୁ ଲୋକେ ପର୍ବ ପାଳନ ପାଇଁ ନିଜ ନିଜ ଭିତରେ ସଜବାଜ ହେଉଛନ୍ତି। ଠିକ୍ ଏହି ସମୟରେ ଏହାର ସୁଯୋଗ ନେଇ ବିଳମ୍ବିତ ରାତିରେ ଚୋର ମାନେ କାଳି ମନ୍ଦିରରୁ ଚୋରି କରିଥିଲେ। ତେବେ ଆଜି ସକାଳୁ ସକାଳୁ ମନ୍ଦିରର ପୂଜକ ଯେତେବେଳେ ମନ୍ଦିରକୁ ପୂଜା କରିବାକୁ ଆସିଲେ। ଦେଖିଲେ ମନ୍ଦିରରୁ ଅଳଙ୍କାର ଓ ଚୋରି ହୋଇଯାଇଛି। ପୂଜକ ତୁରନ୍ତ ଥାନାରେ ଅଭିଯୋଗ କରିଥିଲେ କ୍ଷ ଅଭିଯୋଗ ଅନୁସାରେ ପୁଲିସ ପହଂଚି ତଦନ୍ତ ଆରମ୍ଭ କରିଛନ୍ତି। ଏ ସମ୍ପର୍କରେ କଣ୍ଟାବାଞ୍ଜି ପୁଲିସର ପ୍ରତିକ୍ରିୟା ମିଳିପାରିନାହିଁ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!