Friday, November 20, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଆଜବେଷ୍ଟସ୍ ଭାଙ୍ଗି ନେଇଗଲେ ୯ ଲକ୍ଷ ଟଙ୍କାର ମୋବାଇଲ୍

by ସଞ୍ଜୟ ସ୍ୱାଇଁ
April 14, 2023
in Crime, State
ଆଜବେଷ୍ଟସ୍ ଭାଙ୍ଗି ନେଇଗଲେ ୯ ଲକ୍ଷ ଟଙ୍କାର ମୋବାଇଲ୍
142
VIEWS
Share on FacebookShare on Twitter

ଭୁବନେଶ୍ବର, (ବାଘୁଆବାର୍ତ୍ତା): ଭୁବନେଶ୍ବର ଚନ୍ଦ୍ରଶେଖରପୁର ଅଞ୍ଚଳରେ ପୁଣି ଆତଙ୍କ ଖେଳାଇଲେ ଲୁଟେରା । ମୋବାଇଲ୍ ଦୋକାନର ଆଜବେଷ୍ଟସ ଭାଙ୍ଗି ଲୁଟିନେଲେ ୩୫ରୁ ଉର୍ଦ୍ଧ୍ବ ମୋବାଇଲ । ଲୁଟ୍ ସାମଗ୍ରୀର ଆନୁମାନିକ ମୂଲ୍ୟ ୯ ଲକ୍ଷ ଟଙ୍କା ହେବ ବୋଲି ଜଣାପଡିଛି । ଘଟଣାସ୍ଥଳରେ ପିସିଆର୍ ଏବଂ ସ୍ଥାନୀୟ ପୋଲିସ ପଇଁତରା ମାରୁଥିବା ବେଳେ ଅଭିଯୋଗ ଆଧାରରେ ପୋଲିସ ଆଖପାଖ ଅଞ୍ଚଳରେ ଥିବା ସିସିଟିଭି ଯାଞ୍ଚ କରି ତଦନ୍ତ ଆରମ୍ଭ କରିଛି । ଗତ କିଛି ମାସ ତଳେ ଡମଣା ଛକରେ ଥିବା ଏକ ମୋବାଇଲ୍ ଦୋକାନରୁ ସମାନ ଢଙ୍ଗରେ ଲକ୍ଷାଧିକ ଟଙ୍କାର ମୋବାଇଲ୍ ଲୁଟ୍ ହୋଇଥିବା ବେଳେ ପୁଣି ଥରେ ସେହି ଅଞ୍ଚଳରେ ଲୁଟେରାମାନେ ଲୁଟ୍ କରିଛନ୍ତି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!