Friday, November 20, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କଳା ପଲ୍‌ସରରେ ଝିଅଙ୍କ ଠାରୁ ଲୁଟ କରୁଥିଲେ ମୋବାଇଲ, ବାନ୍ଧିଲା ପୁଲିସ

by ସଞ୍ଜୟ ସ୍ୱାଇଁ
April 16, 2023
in Crime, Nayagarh, State
କଳା ପଲ୍‌ସରରେ ଝିଅଙ୍କ ଠାରୁ ଲୁଟ କରୁଥିଲେ ମୋବାଇଲ, ବାନ୍ଧିଲା ପୁଲିସ
512
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ନୟାଗଡ଼ ଜିଲ୍ଲା ଅନ୍ତର୍ଗତ ଦଶପଲ୍ଲା ଥାନା ପକ୍ଷରୁ ଚଢ଼ଉ କରାଯାଇ ଦୁଇ ମୋବାଇଲ ଲୁଟେରାଙ୍କୁ ଗିରଫ କରାଯାଇଛି । ଝିଅ ପିଲା ଦେଖି ସେମାନଙ୍କଠାରୁ କଳା ପଲ୍‌ସରରେ ଆସି ମୋବାଇଲ ଲୁଟ କରୁଥିଲେ । ସୁଚନାନୁସାରେ ଦଶପଲ୍ଲା ଥାନା ମହାନ୍ତି ସାହିର ପୂର୍ଣ୍ଣଚନ୍ଦ୍ର ରାଉଳଙ୍କ ପୁଅ ମହାବୀର ପ୍ରସାଦ ରାଉଳ (ଗୁଗୁଲ) ଓ ଦଶପଲ୍ଲା ଥାନା ଉତ୍ତର କବାଟ ସାହିର ଆନନ୍ଦ ଚନ୍ଦ୍ର ବେହେରାଙ୍କ ପୁଅ ସନ୍ତୋଷ କୁମାର ବେହେରା ଦୁହେଁ ମିଶି ମୋବାଇଲ ଲୁଟ କରୁଥିଲେ । ଆଜି ଦଶପଲ୍ଲା ପୁଲିସ ପଞ୍ଝାରେ ଦୁଇ ଲୁଟେରା ପଡିଯାଇଥିଲେ । ସେମାନଙ୍କ ଠାରୁ ବାଇକ ସହ ମୋବାଇଲ ଜବତ କରାଯାଇଛି । ଦଶପଲ୍ଲା ଥାନାରେ ୧୦୮/୨୦୨୩ ରେ ମାମଲା ରୁଜ କରାଯାଇ କୋର୍ଟ ଫରୁଓାର୍ଡ କରାଯାଇଥିବା ସୁଚନା ଦେଇଛନ୍ତି ଥାନା ଅଧିକାରୀ ବସନ୍ତ କୁମାର ସାହୁ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!