Thursday, July 30, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବାପ ପୁଅଙ୍କ ବିବାଦରୁ ପୁଅକୁ ଗୁଳି କରି ବାପା ଫେରାର୍

by ସଞ୍ଜୟ ସ୍ୱାଇଁ
September 10, 2021
in Crime, State
ବାପ ପୁଅଙ୍କ ବିବାଦରୁ ପୁଅକୁ ଗୁଳି କରି ବାପା ଫେରାର୍
198
VIEWS
Share on FacebookShare on Twitter

କଟକ, (ବାଘୁଆବାର୍ତ୍ତା): ପୁଅକୁ ଗୁଳି କରି ହତ୍ୟା କଲା ବାପା। ଏଭଳି ଅଭାବନୀୟ ଘଟଣା ଘଟିଛି କଟକ ବାରଙ୍ଗ ଥାନା ଅନ୍ତର୍ଗତ ବେଣ୍ଟୁଆ ଗାଁ’ରେ। ତେବେ ପୁଅକୁ ଗୁଳି କରିବା ପରେ ବାପା ଫେରାର୍ ହୋଇଯାଇଛି। ଖବର ପାଇ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ମୃତ ଯୁବକ ଜଣଙ୍କ ହେଲେ ଶିବ ମୁଣ୍ଡା। ତେବେ କେଉଁ କାରଣରୁ ଜଣେ ବାପା ତା’ର ଜନ୍ମକଲା ପୁଅକୁ ମାରିଦେଲା, ତାହା ଜଣା ପଡ଼ିନାହିଁ। ଗାଁର ଯଦୁମଣି ମୁଣ୍ଡା ତାଙ୍କ ପୁଅ ଶିବ ମୁଣ୍ଡାଙ୍କ ମଧ୍ୟରେ କୌଣସି କାରଣରୁ ବିବାଦ ଆରମ୍ଭ ହୋଇଥିଲା। ଏହି ବିବାଦ ପରବର୍ତ୍ତୀ ସମୟରେ ଉଗ୍ର ରୂପ ନେଇଥିଲା। ଯେଉଁଥିରେ ଉତକ୍ଷୀପ୍ତ ହୋଇ ବାପା ଯଦୁମଣି ପୁଅ ଉପରକୁ ଗୁଳି ଚଳାଇଥିଲା। ଘଟଣାସ୍ଥଳରେ ହିଁ ପୁଅ ଶିବ ମୁଣ୍ଡାର ମୃତ୍ୟୁ ହୋଇଛି। ଘଟଣା ପରେ ଯଦମୁଣି ଫେରାର୍ ହୋଇଛି। ପୁଲିସ୍ ପହଞ୍ଚି ତଦନ୍ତ ଆରମ୍ଭ କରିଦେଇଛି।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!