Friday, November 20, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କଟରା ଗ୍ୟାଙ୍ଗର ମୁଖ୍ୟ ମଣ୍ଟୁ ବାରିକଙ୍କୁ ହତ୍ୟା

by ସଞ୍ଜୟ ସ୍ୱାଇଁ
April 19, 2023
in Crime, State
କଟରା ଗ୍ୟାଙ୍ଗର ମୁଖ୍ୟ ମଣ୍ଟୁ ବାରିକଙ୍କୁ ହତ୍ୟା
157
VIEWS
Share on FacebookShare on Twitter

ଆଠଗଡ଼, (ବାଘୁଆବାର୍ତ୍ତା): ଟଳିପଡ଼ିଲା ଗ୍ୟାଙ୍ଗ ଲିଡର। ଆଠଗଡ଼ ନୂଆପାଟଣା କଟରା ଗ୍ୟାଙ୍ଗର ମୁଖ୍ୟ ମଣ୍ଟୁ ବାରିକଙ୍କୁ ହତ୍ୟା। କ୍ରସରରୁ ଉଠାଇ ନେଇ ଗୋକର୍ଣ୍ଣଖାଲ ଡ୍ୟାମ ପାଖରେ କରାଯାଇଛି ହତ୍ୟା। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ହୋଇଛି ହତ୍ୟାକାଣ୍ଡ। ଚଳିତବର୍ଷ ହୋଲିରେ ୪ ଜଣଙ୍କୁ ହାଣିଥିଲେ କଟରା ଗ୍ୟାଙ୍ଗର ସଦସ୍ୟ। ଆକ୍ରମଣ ଘଟଣାକୁ କେନ୍ଦ୍ର କରି ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି। ଘଟଣାସ୍ଥଳରେ ଉତ୍ତେଜନା ଲାଗି ରହିଛି। ତିଗିରିଆ ପୋଲିସ ତଦନ୍ତ ଜାରି ରଖିଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!