Thursday, July 30, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପୂର୍ବ ଶତ୍ରୁତାରୁ ଗୁଳିମାଡ଼, ଗୁଳିମାଡ଼ରେ ଯୁବକଙ୍କ ମୃତ୍ୟୁ

by ସଞ୍ଜୟ ସ୍ୱାଇଁ
September 11, 2021
in Crime, State
ପୂର୍ବ ଶତ୍ରୁତାରୁ ଗୁଳିମାଡ଼, ଗୁଳିମାଡ଼ରେ ଯୁବକଙ୍କ ମୃତ୍ୟୁ
16
VIEWS
Share on FacebookShare on Twitter

ରାଉରକେଲା, (ବାଘୁଆବାର୍ତ୍ତା): ଶୁକ୍ରବାର ସନ୍ଧ୍ୟାରେ ଗୁଳିମାଡ଼ର ଶିକାର ହୋଇଥିବା ରାଉରକେଲାର ଜିତେନ୍ଦ୍ର ସାହଙ୍କର ମୃତ୍ୟୁ ହୋଇଯାଇଛି। ଆଇଜିଏଚ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି। ସ୍ଥିତିକୁ ଦୃଷ୍ଟିରେ ରଖି ହସ୍‌ପିଟାଲ୍‌ରେ ବ୍ୟାପକ ପୁଲିସ୍ ଫୋର୍ସ ମୁତୟନ କରାଯାଇଛି। ରାଉରକେଲା ପ୍ଲାଣ୍ଟସାଇଟ୍ ଥାନା ଅନ୍ତର୍ଗତ ରେଲେଓ୍ୱ କଲୋନୀର ଜିତେନ୍ଦ୍ର ସାହଙ୍କ ଉପରକୁ ୬ ରାଉଣ୍ଡ ଗୁଳି ଚଲା ଯାଇଥିଲା। ୪ ଜଣ ଦୁର୍ବୃତ୍ତ ବାଇକରେ ଆସି ତାଙ୍କ ଉପରକୁ ଗୁଳି କରିଥିଲେ। ଏହି ଗୁଳିମାଡ଼ରେ ଜିତେନ୍ଦ୍ରଙ୍କ ସହିତ ତାଙ୍କର ଜଣେ ସଂପର୍କୀୟା ମଧ୍ୟ ଆହତ ହୋଇଥିଲେ। ଉଭୟଙ୍କୁ ଆଇଜିଏଚ୍‌ରେ ଭର୍ତ୍ତି କରାଯାଇଥିବା ବେଳେ ଜିତେନ୍ଦ୍ରଙ୍କର ମୃତ୍ୟୁ ହୋଇଯାଇଛି। ଗତକାଲି ଏହି ଗୁଳିମାଡ଼ ପରେ ଆଇଜିଏଚ୍ ପରିସରରେ ପ୍ରବଳ ଉତ୍ତେଜନା ଦେଖିବାକୁ ମିଳିଥିଲା। ସେଥିପାଇଁ ସେଠାରେ ୨ ପ୍ଲାଟୁନ୍ ପୁଲିସ୍ ଫୋର୍ସ ମୁତୟନ କରାଯାଇଥିଲା। ପୂର୍ବ ଶତ୍ରୁତାରୁ ଜିତେନ୍ଦ୍ରଙ୍କ ଉପରକୁ ଗୁଳିମାଡ଼ ହୋଇଥିବା କୁହାଯାଉଥିବା ବେଳେ ପୁଲିସ୍ ଘଟଣାର ତଦନ୍ତ କରୁଛି। ଅଭିଯୁକ୍ତମାନେ ଧରା ପଡ଼ିବା ପରେ ଗୁଳିମାଡ଼ର ପ୍ରକୃତ କାରଣ ଜଣାପଡ଼ିବ ବୋଲି ରାଉରକେଲା ଏସ୍‌ପି କହିଛନ୍ତି।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!