Friday, November 20, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଦୁର୍ଦାନ୍ତ ଅପରାଧୀ ମାନସ ଦାସ ଗିରଫ

by ସଞ୍ଜୟ ସ୍ୱାଇଁ
April 25, 2023
in Crime, State
ଦୁର୍ଦାନ୍ତ ଅପରାଧୀ ମାନସ ଦାସ ଗିରଫ
248
VIEWS
Share on FacebookShare on Twitter

ଖୋର୍ଦ୍ଧା (ବାଘୁଆବାର୍ତ୍ତା): ଖୋର୍ଦ୍ଧା ଜିଲ୍ଲା ବାଲୁଗାଁ ଥାନା ଅଞ୍ଚଳର ଜଣେ ଦୁର୍ଦାନ୍ତ ଅପରାଧୀଙ୍କୁ ଆଜି ଗିରଫ କରିଛି ପୋଲିସ । ଅପରାଧୀ ଜଣକ ହେଉଛନ୍ତି ଚନ୍ଦ୍ରାପୁଟ ଗ୍ରାମର ମାନସ ଦାସ । ମାନସ ଙ୍କ ନାମରେ ୧୪ ଗୋଟି ଅପରାଧିକ ମାମଲା ଏବଂ ଦୁଇ ଗୋଟି ଏନବିଡବ୍ଲୁ ରହିଛି । ତନ୍ମଧ୍ୟରୁ ତିନି ଗୋଟି ମରଣାନ୍ତକ ଆକ୍ରମଣ ମାମଲା ରହିଛି । ପୋଲିସ ସୂଚନା ଅନୁଯାୟୀ ମାନସ ଦୀର୍ଘ ଦିନ ଧରି ବେଆଇନ ମଦ ବେପାରରେ ଜଡ଼ିତ ଥିଲେ । ତାଙ୍କୁ ପୁର୍ବରୁ ମଧ୍ୟ ଏକାଧିକ ଥର ପୋଲିସ ଗିରଫ କରିବା ପାଇଁ ଚଢ଼ାଉ କରିଥିଲେ ସୁଦ୍ଧା ସେ ଖସି ପଳେଇବାରେ ସଫଳ ହେଉଥିଲେ । ତେବେ ନିକଟରେ ତାଙ୍କରି ଗ୍ରାମର ସନ୍ତୋଷ ମାଳି ନାମକ ବ୍ୟକ୍ତିଙ୍କୁ ମଦ ବ୍ୟବସାୟରେ ଶତ୍ରୁତା କୁ ନେଇ ମାନସ ମରଣାନ୍ତକ ଆକ୍ରମଣ କରିଥିଲେ । ଫଳରେ ପୋଲିସ କେସ ନମ୍ବର ୯୬/୨୩ ଦଫା ୩୦୭ ରେ ମାମଲା ରୁଜୁ କରି ଅଭିଯୁକ୍ତଙ୍କୁ ଗିରଫ କରିବା ପାଇଁ ଜାଲ ବିଛାଇଥିଲା । ପରିସରରେ ନିଜ ଗୁଇନ୍ଦା ସୂଚନା ଦ୍ୱାରା ପୋଲିସ ତାଙ୍କୁ ଗିରଫ କରିବାରେ ସଫଳ ହୋଇଛି । ତେବେ ମାନସ ଗିରଫ ହେବା ଦ୍ୱାରା ମଦ ମାଫିଆ ଙ୍କ ମନରେ ଛନକା ପଶିଯାଇଛି ଏବଂ ତାଙ୍କ ସହଯୋଗୀ ମାନେ ଖୁବଶୀଘ୍ର ଗିରଫ ହେବେ ବୋଲି ବାଲୁଗାଁ ଆଇଆଇସି ରଶ୍ମିରଞ୍ଜନ ଦାସ ସୂଚନା ଦେଇଛନ୍ତି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!