Tuesday, November 17, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସ୍ତ୍ରୀକୁ କଟୁରୀରେ ହାଣି ହତ୍ୟା କଲା ସ୍ୱାମୀ

by ସଞ୍ଜୟ ସ୍ୱାଇଁ
November 21, 2023
in Crime, State
ସ୍ତ୍ରୀକୁ କଟୁରୀରେ ହାଣି ହତ୍ୟା କଲା ସ୍ୱାମୀ
148
VIEWS
Share on FacebookShare on Twitter

ମୋରଡା, (ବାଘୁଆବାର୍ତ୍ତା): ସ୍ତ୍ରୀକୁ କଟୁରୀରେ ହାଣି ହତ୍ୟା । ମୟୁରଭଞ୍ଜ ଜିଲ୍ଲା ରାସଗୋବିନ୍ଦପୁର ଥାନା ଅନ୍ତର୍ଗତ ନଳଗଜା ଗାଁରେ ଘଟିଛି ଏଭଳି ଅଭାବନୀୟ ଘଟଣା । ଅଭିଯୁକ୍ତ ସ୍ବାମୀ ଗିରଫ । ମୟୁରଭଞ୍ଜ ଜିଲ୍ଲା ରାସଗୋବିନ୍ଦପୁର ଥାନା ଅନ୍ତର୍ଗତ ନଳଗଜା ଗାଁରେ ପାରିବାରିକ କଳହରୁ ସ୍ତ୍ରୀକୁ କଟୁରୀରେ ହାଣି ହତ୍ୟାକଲା ସ୍ୱାମୀ । ନଳଗଜା ଗାଁର ଜିତୁ ଟୁଡୁଙ୍କର ତାଙ୍କ ସ୍ତ୍ରୀ ପାର୍ବତୀ ଟୁଡୁଙ୍କ ସହିତ କୌଣସି କାରଣରୁ ବଚସା ହୋଇଥିଲା । ବଚସା ଉଗ୍ର ରୂପ ନେବା ପରେ ଜିତୁ ଉତ୍‌କ୍ଷୀପ୍ତ ହୋଇ ଘରେ ଥିବା ଏକ କଟୁରୀ ଆଣି ତାଙ୍କ ସ୍ତ୍ରୀ ପାର୍ବତୀଙ୍କ ବେକ କାଟି ଦେଇଥିଲା । ପରେ ଘଟଣାସ୍ଥଳରୁ ଖସି ପଳାଇବାକୁ ଉଦ୍ୟମ କରୁଥିବା ସମୟରେ ଗ୍ରାମବାସୀ ଜିତୁକୁ ଅଟକ ରଖି ଏକ ଗଛରେ ବାନ୍ଧି ରଖି ପୋଲିସକୁ ଖବର ଦେଇଥିଲେ । ଘଟଣାସ୍ଥଳରେ ପୋଲିସ ପହଞ୍ଚି ଜିତୁକୁ ଗିରଫ କରିବା ସହିତ ଶବ ଜବତ କରି ଅଧିକ ତଦନ୍ତ ଆରମ୍ଭ କରିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!