Friday, July 31, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କଟକ ହାଇକୋର୍ଟ କର୍ପୋରେସନ୍ ବ୍ୟାଙ୍କରୁ ଜାଲ ଜମି କାଗଜପତ୍ରରେ ୬୮ ଲକ୍ଷ ଟଙ୍କା ଠକେଇ

by ସଞ୍ଜୟ ସ୍ୱାଇଁ
September 11, 2021
in Crime, State
କଟକ ହାଇକୋର୍ଟ କର୍ପୋରେସନ୍ ବ୍ୟାଙ୍କରୁ ଜାଲ ଜମି କାଗଜପତ୍ରରେ ୬୮ ଲକ୍ଷ ଟଙ୍କା ଠକେଇ
122
VIEWS
Share on FacebookShare on Twitter

କଟକ, (ବାଘୁଆବାର୍ତ୍ତା): ଜାଲ ଜମି କାଗଜପତ୍ରରେ କଟକ ହାଇକୋର୍ଟ କର୍ପୋରେସନ୍ ବ୍ୟାଙ୍କରୁ ୬୮ ଲକ୍ଷ ଟଙ୍କା ଠକେଇ ଘଟଣା । ମାମଲାରେ ୩ ଅଭିଯୁକ୍ତଙ୍କୁ ଗିରଫ କଲା ଲାଲବାଗ ଥାନା ପୋଲିସ । ଗିରଫ ପରେ ସମସ୍ତଙ୍କୁ କୋର୍ଟ ଚାଲାଣ କରାଯିବାର ସୂଚନା ମିଳିଛି । ଖବର ଅନୁଯାୟୀ, ଖୋର୍ଦ୍ଧା ପାଇକରାପୁର ଅଞ୍ଚଳର ଜମି ମାଲିକଙ୍କ ନକଲି କାଗଜପତ୍ରରେ ଊଣ ଉଠାଇଥିବା ନେଇ ଅଭିଯୋଗ ହୋଇଥିଲା । କଟକର ସତ୍ୟ ଶଙ୍କର ଶତପଥୀ ପାଇକରାପୁରର ସତ୍ୟବାଦୀ ବଳିଆର ସିଂଙ୍କ ଜମିର ନକଲି କାଗଜ ଦେଇ ନେଇଥିଲେ ୬୮ ଲକ୍ଷ ଟଙ୍କା । ଏବେ ଘଟଣାରେ ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି ପୋଲିସ । ଘଟଣାରେ ଅଧିକ ଛାନ୍‌ଭିନ୍‌ ଜାରି ରଖିଛି ପୋଲିସ ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!