Tuesday, November 17, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବାପାମାଆଙ୍କୁ ପନିକିରେ ଆକ୍ରମଣ କଲା ଝିଅ

by ସଞ୍ଜୟ ସ୍ୱାଇଁ
January 16, 2024
in Crime, State
ଅଭିଯୁକ୍ତ ଗୋପାଳକୃଷ୍ଣଙ୍କୁ କ୍ରାଇମ୍‌ବ୍ରାଞ୍ଚର ଜେରା
82
VIEWS
Share on FacebookShare on Twitter

ବାଲେଶ୍ବର, (ବାଘୁଆବାର୍ତ୍ତା): ମୋବାଇଲରେ କଥା ହେବାକୁ ବାରଣ କରିବାରୁ ବାପାମାଆଙ୍କୁ ପନିକିରେ ଆକ୍ରମଣ କଲା ବିବାହିତ ଝିଅ । ବାଲେଶ୍ବର ଜିଲ୍ଲା ସୋର ଥାନା ସରଶଙ୍ଖ ପଂଚାୟତ ହାତିଗଡ଼ିଆ ଗାଁରେ ଏଭଳି ଅଭାବନୀୟ ଘଟଣା ଘଟିଛି । ଝିଅର ଆକ୍ରମଣରେ ଗୁରୁତର ହୋଇ ବାପାମାଆ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି । ରଞ୍ଜିତ ସିଂଙ୍କ ଝିଅ କୁନି ସିଂ ବିବାହ ପରେ କୌଣସି କାରଣରୁ ୨ ବର୍ଷ ହେଲା ବାପଘରେ ରହୁଛନ୍ତି । ମୋବାଇଲରେ ଲଗାତାର କଥା ହେଉଥିବାରୁ ଝିଅ ଉପରେ ବିରକ୍ତି ପ୍ରକାଶ କରିଥିଲେ ମାଆ । ଏଥିରେ ଉତକ୍ଷିପ୍ତ ହୋଇ ପ୍ରଥମେ ମାଆଙ୍କୁ ପନିକିରେ ଆକ୍ରମଣ କରିଥିଲେ ଝିଅ କୁନି । ସ୍ତ୍ରୀଙ୍କୁ ବଞ୍ଚାଇବାକୁ ଯାଇ ରଞ୍ଜିତ ମଧ୍ୟ ଝିଅ ଆକ୍ରୋଶର ଶିକାର ହୋଇଥିଲେ । ଝିଅର ଆକ୍ରମଣରେ ରଞ୍ଜିତଙ୍କ ପେଟ ଓ ହାତରେ ଗଭୀର ଆଘାତ ଲାଗିଛି । ସ୍ଥାନୀୟ ଲୋକ ଉଭୟଙ୍କୁ ଉଦ୍ଧାର କରି ସୋର ଡାକ୍ତରଖାନାରେ ଭର୍ତ୍ତି କରିଥିଲେ । ସେଠାରୁ ତାଙ୍କୁ ବାଲେଶ୍ବର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି । ଝିଅକୁ ଅଟକ ରଖି ପୋଲିସ ତଦନ୍ତ କରୁଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!