Tuesday, November 17, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କଳା ପଲସର ଆତଙ୍କ, ଲୁଟିନେଲେ ଟଙ୍କା ବ୍ୟାଗ୍‌

by ସଞ୍ଜୟ ସ୍ୱାଇଁ
January 16, 2024
in Crime, State
ପାଇଖାନା ଅର୍ଥ ଦୁର୍ନୀତି ନେଇ ଭିଜିଲାନ୍ସର ତଦନ୍ତ
20
VIEWS
Share on FacebookShare on Twitter

ପାଟଣା, (ବାଘୁଆବାର୍ତ୍ତା): କେନ୍ଦୁଝର ଜିଲ୍ଲା ତୁରୁମୁଙ୍ଗା ବଜାରରେ କଳା ପଲସର ଆତଙ୍କ। ଦିନ ଦ୍ବିପହରରେ ତୁରୁମୁଙ୍ଗା ବଜାରରୁ ଲୁଟିନେଲେ ଟଙ୍କା ବ୍ୟାଗ୍ । ଲୁଟେରାଙ୍କୁ ଧରିବାକୁ ପୋଲିସ ଛାନଭିନ୍ ଜାରି ରଖିଛି l ଖବର ଅନୁଯାୟୀ, ନିହ୍ନୁଆଁ ଗାଁର ତ୍ରିବେଣୀ ସିଂ ତୁରୁମୁଙ୍ଗା ଷ୍ଟେଟ ବ୍ୟାଙ୍କ ଅଫ ଇଣ୍ଡିଆ ଶାଖାରୁ ପ୍ରାୟ ୩୫ ହଜାର ଟଙ୍କା ଉଠାଇ ବଜାରରେ ଜିନିଷ କିଣୁଥିଲେ। ଏହି ସମୟରେ ଏକ କଳା ପଲସରରେ କିଛି ଦୁର୍ବୃତ୍ତ ଆସି ଟଙ୍କା ବ୍ୟାଗ୍ ଛଡ଼ାଇ ନେଇଛନ୍ତି l ଲୁଟେରାଙ୍କୁ ଧରିବାକୁ ପୋଲିସର ଛାନଭିନ୍ ଜାରି ରଖଛି। ତୁରୁମୁଙ୍ଗା ବଜାରରୁ ଏଭଳି ଦିନ ଦ୍ଵିପ୍ରହରରେ ଲୁଟ୍ ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ଖେଳିଯାଇଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!