Tuesday, November 17, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୨ ଛାତ୍ରୀଙ୍କୁ ଦୁଷ୍କର୍ମ ଅଭିଯୋଗ, ଥାନାରେ ଅଟକ ପ୍ରଧାନଶିକ୍ଷକ

by ସଞ୍ଜୟ ସ୍ୱାଇଁ
January 20, 2024
in Crime, State
୨ ଛାତ୍ରୀଙ୍କୁ ଦୁଷ୍କର୍ମ ଅଭିଯୋଗ, ଥାନାରେ ଅଟକ ପ୍ରଧାନଶିକ୍ଷକ
171
VIEWS
Share on FacebookShare on Twitter

କେନ୍ଦ୍ରାପଡ଼ା, (ବାଘୁଆବାର୍ତ୍ତା): ଦୁଇ ଜଣ ଛାତ୍ରୀଙ୍କୁ ଦୁଷ୍କର୍ମ କରିବା ଅଭିଯୋଗରେ ଜଣେ ପ୍ରଧାନଶିକ୍ଷକଙ୍କୁ ଅଟକ ରଖିଛି ପୁଲିସ୍। ଘଟଣାଟି ଘଟିଛି କେନ୍ଦ୍ରାପଡ଼ା ଜିଲ୍ଲା ରାଜନଗର ଥାନା ଅଞ୍ଚଳରେ ଥିବା ଏକ ସ୍କୁଲରେ। ଦୁଷ୍କର୍ମ ଅଭିଯୋଗ ଆଣିଥିବା ଦୁଇ ଛାତ୍ରୀଙ୍କ ମଧ୍ୟରୁ ଜଣେ ଷଷ୍ଠ ଶ୍ରେଣୀରେ ପଢୁଥିବା ବେଳେ ଅନ୍ୟ ଜଣେ ସପ୍ତମ ଶ୍ରେଣୀରେ ପଢ଼ନ୍ତି। ସେମାନଙ୍କ ଅଭିଯୋଗ ଅନୁଯାୟୀ, ଗତ ୧୬ ତାରିଖରେ ଘଟିଥିଲା ଏହି ଘଟଣା। ପ୍ରଧାନଶିକ୍ଷକ ପ୍ରଦୀପ ପ୍ରଧାନ ଦିନ ପ୍ରାୟ ସାଢ଼େ ୧୨ଟା ବେଳେ ସେମାନଙ୍କୁ ଏକ ନିରୋଳା ଶ୍ରେଣୀ ଗୃହକୁ ଡାକି ନେଇଥିଲେ। ସେଠାରେ ସେ ସେମାନଙ୍କୁ ଦୁଷ୍କର୍ମ କରିଥିଲେ। ଛାତ୍ରୀ ଦ୍ୱୟ ଘଟଣା ସଂପର୍କରେ ନିଜ ନିଜ ପରିବାର ଲୋକଙ୍କୁ କହିଥିଲେ। ଏହା ପରେ ପରିବାର ଲୋକେ ରାଜନଗର ଥାନାରେ ଲିଖିତ ଅଭିଯୋଗ କରିଥିଲେ। ଅଭିଯୋଗ ପାଇବା ପରେ ପୁଲିସ୍ ପ୍ରଧାନଶିକ୍ଷକ ପ୍ରଦୀପ ପ୍ରଧାନଙ୍କୁ ଆଜି ଥାନାରେ ଅଟକ ରଖି ପଚରାଉଚରା କରୁଥିବା ଜଣାପଡ଼ିଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!