Tuesday, November 17, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ହୋଟେଲରେ ହାତୀ ଦାନ୍ତ କାରବାର, ମାଡ଼ି ବସିଲା ବନ ବିଭାଗ

by ସଞ୍ଜୟ ସ୍ୱାଇଁ
January 27, 2024
in Crime, State
ହୋଟେଲରେ ହାତୀ ଦାନ୍ତ କାରବାର, ମାଡ଼ି ବସିଲା ବନ ବିଭାଗ
63
VIEWS
Share on FacebookShare on Twitter

ଦେବଗଡ, (ବାଘୁଆବାର୍ତ୍ତା): ହୋଟେଲରେ ଚାଲିଥଲା ହାତୀଦାନ୍ତ କାରବାର। ବନ ବିଭାଗ ଚଢ଼ାଉ କରି ଦୁଇଟି ହାତୀ ଦାନ୍ତ ଜବତ କରିବା ସହ ୩ ଜଣଙ୍କୁ ଗିରଫ କରିଛି। ଘଟଣା ଘଟିଛି ଦେବଗଡ ବନ ଖଣ୍ଡ ଅଞ୍ଚଳରେ। ଗିରଫ ଅଭିଯୁକ୍ତମାନେ ଦେବଗଡ଼ ଲାଲୁ ସାହିର ପ୍ରେମରାଜ ସାହୁ, ଦେବଗଡ଼ର କପଟଦାର ଓ ଦିଲ୍ଲୀର ରାଜେଶ କୁମାର। ପ୍ରେମରାଜ ସାହୁ ଗହଣା ବ୍ୟବସାୟୀ ବୋଲି ଜଣାପଡ଼ିଛି। ଗତକାଲି ରାତିରେ ଦେବଗଡ ବନ ଖଣ୍ଡ ଅଞ୍ଚଳରେ ଥିବା ଏକ ହୋଟେଲରେ ହାତୀ ଦାନ୍ତ କାରବାର ଚାଲିଥିଲା। ବନ ବିଭାଗ କୌଣସି ସୂତ୍ରରୁ ଖବର ପାଇଥିଲା। ବନ ବିଭାଗ ହୋଟେଲରେ ଚଢ଼ାଉ କରି ୩ଟି ହାତୀ ଦାନ୍ତ ଜବତ କରିବା ସହ ୩ଜଣଙ୍କୁ ଗିରଫ କରିଛି। ଅଭିଯୁକ୍ତମାନେ ହାତୀ ଦାନ୍ତ କେଉଁଠୁ ଆଣିଲେ, କାହାକୁ ବିକ୍ରି କରିଥାଆନ୍ତେ ସେ ନେଇ ଖୋଳତାଡ ଚାଲିଛି। ଅଭିଯୁକ୍ତମାନେ କେବେଠାରୁ ହାତୀ ଦାନ୍ତ କାରବାରରେ ସଂପୃକ୍ତ ଅଛନ୍ତି ସେ ନେଇ ପଚରାଉଚରା ଚାଲିଛି। ଦେବଗଡ ଡିଏଫଓ ଧନଜୀ ମଗର, ୩ଜଣଙ୍କୁ ପଚରାଉଚରା ଚାଲିଛି। ଏହି ଘଟଣାରେ ଆଉ କେଉଁମାନେ ସଂପୃକ୍ତ ଅଛନ୍ତି ତାହା ଜଣରପଡ଼ି ନାହିଁ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!