Tuesday, November 17, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୧୨୦ କେଜିର ଗଞ୍ଜେଇ ଜବତ

by ସଞ୍ଜୟ ସ୍ୱାଇଁ
February 6, 2024
in Crime, State
୧୨୦ କେଜିର ଗଞ୍ଜେଇ ଜବତ
28
VIEWS
Share on FacebookShare on Twitter

ସମ୍ବଲପୁର, (ବାଘୁଆବାର୍ତ୍ତା): ଗଞ୍ଜେଇ ଚୋରା ଚାଲାଣ ବେଳେ ଧରିଲା ପୁଲିସ । ୧୨୦କେଜି ଗଞ୍ଜେଇ ଜବତ କରିବା ସହ ୨ଜଣଙ୍କୁ ଗିରଫ କରିଛି ପୁଲିସ । ସମ୍ବଲପୁରରୁ ପଶ୍ଚିମବଙ୍ଗକୁ ଏକ କାର ଯୋଗେ ଗଞ୍ଜଇ ଚୋରା ଚାଲାଣ କରାଯାଉଥିବା ବେଳେ ଖବର ପାଇ ମୟୂରଭଞ୍ଜ ଯଶିପୁର ମୁଖ୍ୟ ବଜାର ଛକ ନିକଟରେ ଗାଡ଼ିଟିକୁ ଧରିଛି ପୁଲିସ । ଜବତ ଗଞ୍ଜଇର ଅନୁମାନିକ ମୂଲ୍ୟ ୧୨ଲକ୍ଷ ଟଙ୍କା ହେବ । ଗିରଫ ଅଭିଯୁକ୍ତମାନେ ପଶ୍ଚିମବଙ୍ଗର ଆସିଫୁଲ ମଣ୍ଡଳ ଓ ଦୟାଲ ବିଶ୍ୱାସ । ଅଭିଯୁକ୍ତଙ୍କୁ ଆଜି କୋର୍ଟ ଚାଲାଣ କରାଯିବ । ଯଶିପୁର ଥାନା ପୁଲିସ ମାମଲା ରୁଜୁ କରି ତଦନ୍ତ କରୁଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!