Tuesday, November 17, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୩ ଲକ୍ଷ ଟଙ୍କା ଝାମ୍ପିନେଲେ ଦୁର୍ବୃତ୍ତ

by ସଞ୍ଜୟ ସ୍ୱାଇଁ
February 15, 2024
in Crime, State
୩ ଲକ୍ଷ ଟଙ୍କା ଝାମ୍ପିନେଲେ ଦୁର୍ବୃତ୍ତ
50
VIEWS
Share on FacebookShare on Twitter

ବୋରିଗୁମ୍ମା, (ବାଘୁଆବାର୍ତ୍ତା): କୋରାପୁଟ ଜିଲ୍ଲା ବୋରିଗୁମ୍ମା ବ୍ଲକ କାର୍ଯ୍ୟାଳୟ ସମ୍ମୁଖରୁ ଲୁଟ୍ ହୋଇଛି । ୩ ଲକ୍ଷ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ । ଏ ନେଇ ପୋଲିସ ତଦନ୍ତ ଆରମ୍ଭ କରିଛି । ସୂଚନାଯୋଗ୍ୟ ଯେ, ଗୁରୁବାର କୋରାପୁଟ ଜିଲ୍ଲା ବୋରିଗୁମ୍ମା ଝିଲିମିଲି ଗ୍ରାମର ନନ୍ଦ ନାମକ ଜଣେ ବ୍ୟକ୍ତି ନିଜ ସ୍ତ୍ରୀ ସହିତ ବୋରିଗୁମ୍ମା ଏସ୍‌ବିଆଇ ବ୍ୟାଙ୍କରୁ ତିନି ଲକ୍ଷ ଟଙ୍କା ଉଠାଇ ଆଣି ବୋରିଗୁମ୍ମା ବ୍ଲକ୍ ଅଫିସ ସମ୍ମୁଖରେ ଏକ ଅଟୋରେ ନିଜ ଟଙ୍କା ବ୍ୟାଗ ରଖି କିଛି କାଗଜପତ୍ର ଜେରକ୍ସ କରିବା ପାଇଁ ଆସିଥିଲେ । ସେହି ସମୟରେ କେହି ଦୁର୍ବୃତ୍ତ ଟଙ୍କା ବ୍ୟାଗ ଲୁଟିନେଇ ଚମ୍ପଟ ମାରିଥିଲେ । ତେବେ ନନ୍ଦ ନିଜ ପୁଅ ବାହାଘର ପାଇଁ ବ୍ୟାଙ୍କରୁ ଟଙ୍କା ଉଠାଇ ଆଣୁଥିଲେ । ଆଖି ପିଛୁଳାକେ ଦୁର୍ବୃତ୍ତ ଟଙ୍କା ବ୍ୟାଗ୍ ନେଇ ଚାଲିଯିବା ସତରେ ପୋଲିସ ପାଇଁ ବଡ ଚ୍ୟାଲେଞ୍ଜ । ବୋରିଗୁମ୍ମା ଅଞ୍ଚଳରେ ଅନେକ ଦିନ ଧରି ସିସିଟିଭି ଅଚଳ ଥିବା ଯୋଗୁଁ ଦୁର୍ବୃତ୍ତ ଏହାର ଫାଇଦା ଉଠାଇ ଦିନ ଦ୍ୱିପ୍ରହରରେ ଏଭଳି ଲୁଟ୍ କରି ଚାଲିଛନ୍ତି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!